ଆଜି ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। କଟକ ଓ ଭୁବନେଶ୍ବରରେ ଅବିଶ୍ରାନ୍ତ ବର୍ଷା ହେଉଛି। ଟୁଇନସିଟିରେ ଘଣ୍ଟାପ୍ରତି ୨୦ରୁ ୩୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଜି ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୪ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟକୁ […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। କଟକ ଓ ଭୁବନେଶ୍ବରରେ ଅବିଶ୍ରାନ୍ତ ବର୍ଷା ହେଉଛି। ଟୁଇନସିଟିରେ ଘଣ୍ଟାପ୍ରତି ୨୦ରୁ ୩୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ଆଜି ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୪ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟକୁ ସତର୍କତା କରାଯାଇଛି ।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

ଆସନ୍ତାକାଲି ପାଇଁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୬ ତାରିଖରେ ବର୍ଷା କମିବ, ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର