ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

କଟକରେ ସ୍ୱରେଜ କାମ ବେଳେ ଅଘଟଣ : ଶ୍ବାସରୁଦ୍ଧ ହୋଇ ୨ ମୃତ, ଜଣେ ଗୁରୁତର

The Sakala Picture
Published On

କଟକ: କଟକ ସ୍ଥିତ ସିଡିଏ ସେକ୍ଟର ୧୦ରେ ସ୍ୱେରେଜ ଲାଇନ୍ କାମ ଚାଲିଥିବା ବେଳେ ଗୁରୁବାର ଏକ ଅଘଟଣ ଘଟିଛି। ସ୍ୱେରେଜ ଚାମ୍ବରରେ ଫସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ କଟକ ବଡ଼ ମେଡିକାଲରେ ଚିକିତ୍ସିତ ଅଛନ୍ତି। ସିଡିଏ ସେକ୍ଟର ୧୦ରେ ଆଜି ସ୍ୱେରେଜ ଲାଇନ୍ କାମ ଚାଲିଥିବା ବେଳେ ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଏହି ଅଘଟଣ ଘଟିଥିଲା। ପ୍ରଥମେ ଜଣେ ଶ୍ରମିକ ପ୍ରାୟ ୧୦ରୁ ୧୫ […]

କଟକ: କଟକ ସ୍ଥିତ ସିଡିଏ ସେକ୍ଟର ୧୦ରେ ସ୍ୱେରେଜ ଲାଇନ୍ କାମ ଚାଲିଥିବା ବେଳେ ଗୁରୁବାର ଏକ ଅଘଟଣ ଘଟିଛି। ସ୍ୱେରେଜ ଚାମ୍ବରରେ ଫସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ କଟକ ବଡ଼ ମେଡିକାଲରେ ଚିକିତ୍ସିତ ଅଛନ୍ତି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ମିର୍ଗିନେଣ୍ଡି ପିଇଓ, ୧୮,୦୦୦ ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ବିଭାଗ

ସିଡିଏ ସେକ୍ଟର ୧୦ରେ ଆଜି ସ୍ୱେରେଜ ଲାଇନ୍ କାମ ଚାଲିଥିବା ବେଳେ ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଏହି ଅଘଟଣ ଘଟିଥିଲା। ପ୍ରଥମେ ଜଣେ ଶ୍ରମିକ ପ୍ରାୟ ୧୦ରୁ ୧୫ ଫୁଟ ଭିତରକୁ ପଶିଯିବାରୁ ତାଙ୍କୁ ଉଦ୍ଧାର କରିବାକୁ ଆଉ ଜଣେ ଶ୍ରମିକ ଯାଇଥିଲେ। ଏହାପରେ ୨ ଜଣ ଫସିଯିବାରୁ ତୃତୀୟ ଶ୍ରମିକ ଭିତରକୁ ଯାଇଥିଲେ। ଦୀର୍ଘ ସମୟ ପର୍ୟ୍ୟନ୍ତ କେହି ନ ଫେରିବାରୁ ଉପସ୍ଥିତ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲେ। ମାତ୍ର ସେତେବେଳକୁ ବହୁତ ବିଳମ୍ବ ହୋଇଯାଇଥିଲା। ସମସ୍ତଙ୍କୁ କଟକ ବଡ଼ ମେଡିକାଲ ପଠାଯାଇଥିଲେ ହେଁ ଡାକ୍ତର ସେଠାରେ ୨ ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟଜଣକ ଅବସ୍ଥା ଗୁରୁତର ରହିଛି।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ବ୍ରହ୍ମପୁର: ୯ଦିନରେ ୩ ଏନକାଉଣ୍ଟର, ପୁଲିସ ଗୁଳିରେ ଅଭିଯୁକ୍ତ ଜଗା ସାହୁ ଆହତ

15 Apr 2021 By The Sakala

କଟକରେ ସ୍ୱରେଜ କାମ ବେଳେ ଅଘଟଣ : ଶ୍ବାସରୁଦ୍ଧ ହୋଇ ୨ ମୃତ, ଜଣେ ଗୁରୁତର

କଟକ: କଟକ ସ୍ଥିତ ସିଡିଏ ସେକ୍ଟର ୧୦ରେ ସ୍ୱେରେଜ ଲାଇନ୍ କାମ ଚାଲିଥିବା ବେଳେ ଗୁରୁବାର ଏକ ଅଘଟଣ ଘଟିଛି। ସ୍ୱେରେଜ ଚାମ୍ବରରେ ଫସି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ କଟକ ବଡ଼ ମେଡିକାଲରେ ଚିକିତ୍ସିତ ଅଛନ୍ତି।

ସିଡିଏ ସେକ୍ଟର ୧୦ରେ ଆଜି ସ୍ୱେରେଜ ଲାଇନ୍ କାମ ଚାଲିଥିବା ବେଳେ ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଏହି ଅଘଟଣ ଘଟିଥିଲା। ପ୍ରଥମେ ଜଣେ ଶ୍ରମିକ ପ୍ରାୟ ୧୦ରୁ ୧୫ ଫୁଟ ଭିତରକୁ ପଶିଯିବାରୁ ତାଙ୍କୁ ଉଦ୍ଧାର କରିବାକୁ ଆଉ ଜଣେ ଶ୍ରମିକ ଯାଇଥିଲେ। ଏହାପରେ ୨ ଜଣ ଫସିଯିବାରୁ ତୃତୀୟ ଶ୍ରମିକ ଭିତରକୁ ଯାଇଥିଲେ। ଦୀର୍ଘ ସମୟ ପର୍ୟ୍ୟନ୍ତ କେହି ନ ଫେରିବାରୁ ଉପସ୍ଥିତ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲେ। ମାତ୍ର ସେତେବେଳକୁ ବହୁତ ବିଳମ୍ବ ହୋଇଯାଇଥିଲା। ସମସ୍ତଙ୍କୁ କଟକ ବଡ଼ ମେଡିକାଲ ପଠାଯାଇଥିଲେ ହେଁ ଡାକ୍ତର ସେଠାରେ ୨ ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟଜଣକ ଅବସ୍ଥା ଗୁରୁତର ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର