ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୯ କୋଭିଡ୍ ପଜିଟିଭ୍ ଚିହ୍ନଟ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୯୫୫କୁ ବୃଦ୍ଧି ପାଇଛି । ଏନେଇ […]

ଭୁବନେଶ୍ୱର : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୯୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

10 Oct 2022 By The Sakala

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୯ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୯୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

https://www.thesakala.in/latest-odisha-news/in-the-last-24-hours-79-covid-positive-cases-have-been-detected-in-the-state/article-15594
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର