ଭୟଙ୍କର ସ୍ଥିତିରେ କରୋନା : ୨୪ ଘଣ୍ଟାରେ ରାଜ୍ୟରେ ୩୦୧୮ ପଜିଟିଭ୍, ଖୋର୍ଦ୍ଧାରୁ ୫୩୪

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବେକାବୁ ହୋଇଛି। ହଜାର ନୁହେଁ, ଦୁଇ ହଜାର ନୁହେଁ ଏବେ ୩ ହଜାର ଟପିଛି ରାÐର କୋଭିଡ ମାମଲା। ଗତ ୨୪ ଘଣ୍ଟା ମଧ୍ୟରେ ୩୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୦୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୦୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Covid-19 Report For […]

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବେକାବୁ ହୋଇଛି। ହଜାର ନୁହେଁ, ଦୁଇ ହଜାର ନୁହେଁ ଏବେ ୩ ହଜାର ଟପିଛି ରାÐର କୋଭିଡ ମାମଲା। ଗତ ୨୪ ଘଣ୍ଟା ମଧ୍ୟରେ ୩୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୦୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୦୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ୩୦୧୮ ପଜିଟିଭଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୩୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ୫୨୩ଜଣ ସଂକ୍ରମିତ ଚିହ୍ନଟ ହୋଇ ଦ୍ୱିତୀୟରେ ରହିଛି  । ସେହିପରି  ଅନୁଗୁଳରେ ୪୪, ବାଲେଶ୍ୱରରେ ୧୫୧, ବରଗଡ଼ରେ ୧୩୨, ଭଦ୍ରକରେ ୫୩, ବଲାଙ୍ଗୀର ୧୩୩, ବୌଦ୍ଧରେ ୯, କଟକରେ ୧୬୩, ଦେବଗଡ଼ରେ ୧୯, ଢେଙ୍କାନାଳରେ ୧୬, ଗଜପତିରେ ୧୮, ଗଞ୍ଜାମରେ ୫୫, ଜଗତସିଂହପୁରରେ ୨୯, ଯାଜପୁରରେ ୭୫, ଝାରସୁଗୁଡ଼ାରେ ୮୯, କଳାହାଣ୍ଡିରେ ୫୫, କନ୍ଧମାଳରେ ୧୦, କେନ୍ଦ୍ରାପଡ଼ାରେ ୨୨, କେନ୍ଦୁଝରରେ ୧୦୫, କୋରାପୁଟରେ ୨୩, ମାଲକାନଗିରିରେ ୩, ମୟୂରଭଞ୍ଜରେ ୭୧, ନବରଙ୍ଗପୁରରେ ୧୫୬, ନୟାଗଡ଼ରେ ୧୫, ନୂଆପଡ଼ାରେ ୧୪୦, ପୁରୀରେ ୧୧୪, ରାୟଗଡ଼ା ୩୮, ସମ୍ବଲପୁର ୧୫୩, ସୋନପୁର ୪୨, ଓ ଷ୍ଟେଟ୍ ପୁଲରୁ ୧୧୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୧୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୮୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୨୫୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୨୮୧୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

16 Apr 2021 By The Sakala

ଭୟଙ୍କର ସ୍ଥିତିରେ କରୋନା : ୨୪ ଘଣ୍ଟାରେ ରାଜ୍ୟରେ ୩୦୧୮ ପଜିଟିଭ୍, ଖୋର୍ଦ୍ଧାରୁ ୫୩୪

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବେକାବୁ ହୋଇଛି। ହଜାର ନୁହେଁ, ଦୁଇ ହଜାର ନୁହେଁ ଏବେ ୩ ହଜାର ଟପିଛି ରାÐର କୋଭିଡ ମାମଲା। ଗତ ୨୪ ଘଣ୍ଟା ମଧ୍ୟରେ ୩୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୦୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୦୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ୩୦୧୮ ପଜିଟିଭଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୩୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ୫୨୩ଜଣ ସଂକ୍ରମିତ ଚିହ୍ନଟ ହୋଇ ଦ୍ୱିତୀୟରେ ରହିଛି  । ସେହିପରି  ଅନୁଗୁଳରେ ୪୪, ବାଲେଶ୍ୱରରେ ୧୫୧, ବରଗଡ଼ରେ ୧୩୨, ଭଦ୍ରକରେ ୫୩, ବଲାଙ୍ଗୀର ୧୩୩, ବୌଦ୍ଧରେ ୯, କଟକରେ ୧୬୩, ଦେବଗଡ଼ରେ ୧୯, ଢେଙ୍କାନାଳରେ ୧୬, ଗଜପତିରେ ୧୮, ଗଞ୍ଜାମରେ ୫୫, ଜଗତସିଂହପୁରରେ ୨୯, ଯାଜପୁରରେ ୭୫, ଝାରସୁଗୁଡ଼ାରେ ୮୯, କଳାହାଣ୍ଡିରେ ୫୫, କନ୍ଧମାଳରେ ୧୦, କେନ୍ଦ୍ରାପଡ଼ାରେ ୨୨, କେନ୍ଦୁଝରରେ ୧୦୫, କୋରାପୁଟରେ ୨୩, ମାଲକାନଗିରିରେ ୩, ମୟୂରଭଞ୍ଜରେ ୭୧, ନବରଙ୍ଗପୁରରେ ୧୫୬, ନୟାଗଡ଼ରେ ୧୫, ନୂଆପଡ଼ାରେ ୧୪୦, ପୁରୀରେ ୧୧୪, ରାୟଗଡ଼ା ୩୮, ସମ୍ବଲପୁର ୧୫୩, ସୋନପୁର ୪୨, ଓ ଷ୍ଟେଟ୍ ପୁଲରୁ ୧୧୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୧୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୮୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୨୫୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୨୮୧୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

https://www.thesakala.in/latest-odisha-news/3018-new-corona-case-today-in-odisha/article-1565
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର