ରାଜଧାନୀରେ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ଯା, ଆଜି ଚିହ୍ନଟ ହେଲେ ଆଉ ୩୧୧ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଶହ ପାର୍‌ କରିଛି। ଆଜି ୩୧୧ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୬୬ ଜଣ ଓ ସ୍ଥାନୀୟ ଅଂଚଳରୁ ୨୪୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ […]

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଶହ ପାର୍‌ କରିଛି। ଆଜି ୩୧୧ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୬୬ ଜଣ ଓ ସ୍ଥାନୀୟ ଅଂଚଳରୁ ୨୪୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୮୯୦ ରେ ପହଂଚିଛି।

ଆହୁରି ପଢ଼ନ୍ତୁ: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା

16 Apr 2021 By The Sakala

ରାଜଧାନୀରେ ବୃଦ୍ଧି ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ଯା, ଆଜି ଚିହ୍ନଟ ହେଲେ ଆଉ ୩୧୧ ପଜିଟିଭ୍

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଶହ ପାର୍‌ କରିଛି। ଆଜି ୩୧୧ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୬୬ ଜଣ ଓ ସ୍ଥାନୀୟ ଅଂଚଳରୁ ୨୪୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୮୯୦ ରେ ପହଂଚିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର