ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ଖାରଜ

The Sakala Picture
Published On

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ୍‌ଙ୍କୁ ମିଳିଲାନି ଜାମିନ । ଖାରଜ ହେଲା ବ୍ଲାକମେଲିଂ କୁଇନ ଅର୍ଚ୍ଚନା ନାଗ୍‌ଙ୍କ ଜାମିନ ଆବେଦନ । ଜାମିନ୍‌ ଆବେଦନ ଖାରଜ କଲେ ଭୁବନେଶ୍ୱର SDJM କୋର୍ଟ । ଗତ ଶୁକ୍ରବାର ଜାମିନ୍‌ ଆବେଦନ କରିଥିଲେ ଅର୍ଚ୍ଚନା ନାଗ୍‌। ଏବେ ପୁଣି ଜେଲ୍‌ରେ ରହିବେ ଅର୍ଚ୍ଚନା । ଅନ୍ୟପଟେ ଅର୍ଚ୍ଚନା ନାଗଙ୍କ ବ୍ଲାକମେଲିଂ ଓ ହନିଟ୍ରାପ୍ ମାମଲାର କଳା ସାମ୍ରାଜ୍ୟ ଉପରୁ ପରଦା ହଟାଇବାକୁ ୫ ଦିନିଆ ରିମାଣ୍ଡ ପାଇଁ କୋର୍ଟରେ […]

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ୍‌ଙ୍କୁ ମିଳିଲାନି ଜାମିନ । ଖାରଜ ହେଲା ବ୍ଲାକମେଲିଂ କୁଇନ ଅର୍ଚ୍ଚନା ନାଗ୍‌ଙ୍କ ଜାମିନ ଆବେଦନ । ଜାମିନ୍‌ ଆବେଦନ ଖାରଜ କଲେ ଭୁବନେଶ୍ୱର SDJM କୋର୍ଟ । ଗତ ଶୁକ୍ରବାର ଜାମିନ୍‌ ଆବେଦନ କରିଥିଲେ ଅର୍ଚ୍ଚନା ନାଗ୍‌। ଏବେ ପୁଣି ଜେଲ୍‌ରେ ରହିବେ ଅର୍ଚ୍ଚନା ।

ଆହୁରି ପଢ଼ନ୍ତୁ: ୩ ମାସ ହେଲା ମିଳିନି ଭତ୍ତା : ୧୮ ଲକ୍ଷ ହିତାଧିକାରୀଙ୍କ ଦୁର୍ଦ୍ଦଶା ନେଇ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ କଡ଼ା ଚିଠି

ଅନ୍ୟପଟେ ଅର୍ଚ୍ଚନା ନାଗଙ୍କ ବ୍ଲାକମେଲିଂ ଓ ହନିଟ୍ରାପ୍ ମାମଲାର କଳା ସାମ୍ରାଜ୍ୟ ଉପରୁ ପରଦା ହଟାଇବାକୁ ୫ ଦିନିଆ ରିମାଣ୍ଡ ପାଇଁ କୋର୍ଟରେ ଆବେଦନ କରିବ ଖଣ୍ଡଗିରି ଥାନା ପୋଲିସ । ରିମାଣ୍ଡରେ ନେଇ ସମସ୍ତ ରହସ୍ୟ ଉପରୁ ପରଦା ହଟାଇବାକୁ ପୋଲିସ ତନାଘନା ଚଳାଇଛି । ତେବେ ରିମାଣ୍ଡ ମିଳିବା ପରେ ଅର୍ଚ୍ଚନାକୁ ପୋଲିସ ଥାନାରେ ଆଣି ପଚରାଉଚୁରା କରିବ ନା ଝାରପଡା ଜେଲରେ ହିଁ ଜେରା କରିବ ତାକୁ ନେଇ ପ୍ରଶ୍ନ ଉଠିଛି ।

ଆହୁରି ପଢ଼ନ୍ତୁ: ରଥଯାତ୍ରାରେ ଶୃଙ୍ଖଳିତ ପରିବହନ ଲକ୍ଷ୍ୟ: ବସ୍ ପାର୍କିଂଠାରୁ ଆରମ୍ଭ କରି ଟୋଲ୍ ଫି ଛାଡ଼, ଅନ୍ୟ ରୁଟ୍‌ ବସଙ୍କୁ ଅସ୍ଥାୟୀ ପରମିଟ୍‌

17 Oct 2022 By The Sakala

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ୍‌ଙ୍କୁ ମିଳିଲାନି ଜାମିନ । ଖାରଜ ହେଲା ବ୍ଲାକମେଲିଂ କୁଇନ ଅର୍ଚ୍ଚନା ନାଗ୍‌ଙ୍କ ଜାମିନ ଆବେଦନ । ଜାମିନ୍‌ ଆବେଦନ ଖାରଜ କଲେ ଭୁବନେଶ୍ୱର SDJM କୋର୍ଟ । ଗତ ଶୁକ୍ରବାର ଜାମିନ୍‌ ଆବେଦନ କରିଥିଲେ ଅର୍ଚ୍ଚନା ନାଗ୍‌। ଏବେ ପୁଣି ଜେଲ୍‌ରେ ରହିବେ ଅର୍ଚ୍ଚନା ।

ଅନ୍ୟପଟେ ଅର୍ଚ୍ଚନା ନାଗଙ୍କ ବ୍ଲାକମେଲିଂ ଓ ହନିଟ୍ରାପ୍ ମାମଲାର କଳା ସାମ୍ରାଜ୍ୟ ଉପରୁ ପରଦା ହଟାଇବାକୁ ୫ ଦିନିଆ ରିମାଣ୍ଡ ପାଇଁ କୋର୍ଟରେ ଆବେଦନ କରିବ ଖଣ୍ଡଗିରି ଥାନା ପୋଲିସ । ରିମାଣ୍ଡରେ ନେଇ ସମସ୍ତ ରହସ୍ୟ ଉପରୁ ପରଦା ହଟାଇବାକୁ ପୋଲିସ ତନାଘନା ଚଳାଇଛି । ତେବେ ରିମାଣ୍ଡ ମିଳିବା ପରେ ଅର୍ଚ୍ଚନାକୁ ପୋଲିସ ଥାନାରେ ଆଣି ପଚରାଉଚୁରା କରିବ ନା ଝାରପଡା ଜେଲରେ ହିଁ ଜେରା କରିବ ତାକୁ ନେଇ ପ୍ରଶ୍ନ ଉଠିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର