ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୭ କୋଭିଡ୍ ପଜିଟିଭ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯ ଜଣ […]

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

22 Oct 2022 By The Sakala

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୭ କୋଭିଡ୍ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

https://www.thesakala.in/latest-odisha-news/in-the-last-24-hours-57-covid-positive-cases-have-been-detected-in-the-state/article-15945
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର