ବିଜେପି ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି

The Sakala Picture
Published On

ଭୁବନେଶ୍ୱର: ବିଜେପି ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡିର ୭ ଜଣିଆ ପ୍ରତିନିଧି ଦଳ । ଦଳ ଅଭିଯୋଗ କରିଛି, ଧାମନଗର ଉପନିର୍ବାଚନରେ ଭୋଟ ହାତେଇବା ପାଇଁ ବିଜେପି ବେଆଇନ ଭାବେ କାର୍ଯ୍ୟ କରୁଛି । ଟଙ୍କା ବାଣ୍ଟିବା ସହ ଭୋଟରଙ୍କୁ ପ୍ରଲୋଭିତ କରୁଛି । ଉପନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଅପଚେଷ୍ଟା କରାଯାଉଛି ବୋଲି କହିଛନ୍ତି ବିଜେଡି ନେତା ଲେନିନ ମହାନ୍ତି । ଏହାର ତଥ୍ୟ ଓ ପ୍ରମାଣ […]

ଭୁବନେଶ୍ୱର: ବିଜେପି ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡିର ୭ ଜଣିଆ ପ୍ରତିନିଧି ଦଳ । ଦଳ ଅଭିଯୋଗ କରିଛି, ଧାମନଗର ଉପନିର୍ବାଚନରେ ଭୋଟ ହାତେଇବା ପାଇଁ ବିଜେପି ବେଆଇନ ଭାବେ କାର୍ଯ୍ୟ କରୁଛି । ଟଙ୍କା ବାଣ୍ଟିବା ସହ ଭୋଟରଙ୍କୁ ପ୍ରଲୋଭିତ କରୁଛି । ଉପନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଅପଚେଷ୍ଟା କରାଯାଉଛି ବୋଲି କହିଛନ୍ତି ବିଜେଡି ନେତା ଲେନିନ ମହାନ୍ତି । ଏହାର ତଥ୍ୟ ଓ ପ୍ରମାଣ ମଧ୍ୟ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିଛି ବିଜେଡି ପ୍ରତିନିଧି ଦଳ । ତେଣୁ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବାକୁ ସିଇଓଙ୍କୁ ଅନୁରୋଧ କରିଛି ବିଜେଡି । ଗତ ପଞ୍ଚାୟତ ନିର୍ବାଚନ ଓ ସାଧାରଣ ନିର୍ବାଚନରେ ବିଜେପି ଏଭଳି କାର୍ଯ୍ୟ କରିଆସୁଥିଲା । ଏବେ ପୁଣି ଥରେ ଧାମନଗର ଉପନିର୍ବାଚନରେ ଏହା ଦୋହରାଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

25 Oct 2022 By The Sakala

ବିଜେପି ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ବିଜେପି ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡିର ୭ ଜଣିଆ ପ୍ରତିନିଧି ଦଳ । ଦଳ ଅଭିଯୋଗ କରିଛି, ଧାମନଗର ଉପନିର୍ବାଚନରେ ଭୋଟ ହାତେଇବା ପାଇଁ ବିଜେପି ବେଆଇନ ଭାବେ କାର୍ଯ୍ୟ କରୁଛି । ଟଙ୍କା ବାଣ୍ଟିବା ସହ ଭୋଟରଙ୍କୁ ପ୍ରଲୋଭିତ କରୁଛି । ଉପନିର୍ବାଚନରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଅପଚେଷ୍ଟା କରାଯାଉଛି ବୋଲି କହିଛନ୍ତି ବିଜେଡି ନେତା ଲେନିନ ମହାନ୍ତି । ଏହାର ତଥ୍ୟ ଓ ପ୍ରମାଣ ମଧ୍ୟ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିଛି ବିଜେଡି ପ୍ରତିନିଧି ଦଳ । ତେଣୁ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବାକୁ ସିଇଓଙ୍କୁ ଅନୁରୋଧ କରିଛି ବିଜେଡି । ଗତ ପଞ୍ଚାୟତ ନିର୍ବାଚନ ଓ ସାଧାରଣ ନିର୍ବାଚନରେ ବିଜେପି ଏଭଳି କାର୍ଯ୍ୟ କରିଆସୁଥିଲା । ଏବେ ପୁଣି ଥରେ ଧାମନଗର ଉପନିର୍ବାଚନରେ ଏହା ଦୋହରାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର