ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା ଘଟଣାରେ ୧୧ ଜଣଙ୍କୁ ଆଜୀବନ କାରାଦଣ୍ଡ

The Sakala Picture
Published On

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବିରମିତ୍ରପୁର ଥାନା ଅନ୍ତର୍ଗତ ରତାଖଣ୍ଡି ଗ୍ରାମରେ ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା ଘଟଣାରେ ୧୧ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହାସହ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ତିନି ଜଣ ମହିଳାଙ୍କୁ ଦୁଇବର୍ଷ ଲେଖାଏଁ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ରାଉରକେଲା ଏଡିଜେ-୧ କୋର୍ଟ । ସୂଚନାଯୋଗ୍ୟ, ୨୦୧୮ ମସିହା ମାର୍ଚ୍ଚ ୩ ତାରିଖ ସନ୍ଧ୍ୟାରେ ରତାଖଣ୍ଡି ଗାଁର ଯଶୋଦା ସିଂ, ତାଙ୍କ ସ୍ୱାମୀ ଫଗୁ ସିଂ ଓ କମଳେଶ ସିଂଙ୍କୁ ସଂଘବଦ୍ଧ […]

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବିରମିତ୍ରପୁର ଥାନା ଅନ୍ତର୍ଗତ ରତାଖଣ୍ଡି ଗ୍ରାମରେ ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା ଘଟଣାରେ ୧୧ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହାସହ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ତିନି ଜଣ ମହିଳାଙ୍କୁ ଦୁଇବର୍ଷ ଲେଖାଏଁ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ରାଉରକେଲା ଏଡିଜେ-୧ କୋର୍ଟ ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ସୂଚନାଯୋଗ୍ୟ, ୨୦୧୮ ମସିହା ମାର୍ଚ୍ଚ ୩ ତାରିଖ ସନ୍ଧ୍ୟାରେ ରତାଖଣ୍ଡି ଗାଁର ଯଶୋଦା ସିଂ, ତାଙ୍କ ସ୍ୱାମୀ ଫଗୁ ସିଂ ଓ କମଳେଶ ସିଂଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିଲା। ଫଳରେ ଯଶୋଦାଙ୍କର ମୃତ୍ୟୁ ଘଟିଥିବା ବେଳେ ଫଗୁ ଓ କମଳେଶ ଗୁରୁତର ଆହତ ହୋଇଥିଲେ। ଏନେଇ କୁଆଁରମୁଣ୍ଡା ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ପୁଲିସ ମାମଲା ରୁଜୁ କରି ୧୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

28 Oct 2022 By The Sakala

ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା ଘଟଣାରେ ୧୧ ଜଣଙ୍କୁ ଆଜୀବନ କାରାଦଣ୍ଡ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବିରମିତ୍ରପୁର ଥାନା ଅନ୍ତର୍ଗତ ରତାଖଣ୍ଡି ଗ୍ରାମରେ ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା ଘଟଣାରେ ୧୧ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହାସହ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ତିନି ଜଣ ମହିଳାଙ୍କୁ ଦୁଇବର୍ଷ ଲେଖାଏଁ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ରାଉରକେଲା ଏଡିଜେ-୧ କୋର୍ଟ ।

ସୂଚନାଯୋଗ୍ୟ, ୨୦୧୮ ମସିହା ମାର୍ଚ୍ଚ ୩ ତାରିଖ ସନ୍ଧ୍ୟାରେ ରତାଖଣ୍ଡି ଗାଁର ଯଶୋଦା ସିଂ, ତାଙ୍କ ସ୍ୱାମୀ ଫଗୁ ସିଂ ଓ କମଳେଶ ସିଂଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିଲା। ଫଳରେ ଯଶୋଦାଙ୍କର ମୃତ୍ୟୁ ଘଟିଥିବା ବେଳେ ଫଗୁ ଓ କମଳେଶ ଗୁରୁତର ଆହତ ହୋଇଥିଲେ। ଏନେଇ କୁଆଁରମୁଣ୍ଡା ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ପୁଲିସ ମାମଲା ରୁଜୁ କରି ୧୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର