ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୩୧ କୋଭିଡ୍ ପଜିଟିଭ

The Sakala Picture
Published On

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ […]

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

30 Oct 2022 By The Sakala

ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୩୧ କୋଭିଡ୍ ପଜିଟିଭ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

https://www.thesakala.in/latest-odisha-news/in-the-last-24-hours-31-covid-positive-cases-have-been-reported-in-the-state/article-16144
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର