ଆସନ୍ତାକାଲି ଧାମନଗର ଉପନିର୍ବାଚନ: ସମସ୍ତ ପ୍ରସ୍ତୁତି ଶେଷ, ମୋଟ ୨୫୨ ବୁଥରେ ହେବ ଭୋଟ୍ ଗ୍ରହଣ
ଭୁବନେଶ୍ବର: ଆସନ୍ତା କାଲି ଧାମନଗର ଉପନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ବୁଥରେ ସବୁ ପ୍ରକାର ପୋଲିଂ ପର୍ସନ ନିୟୋଜିତ ହୋଇ ସାରିଛନ୍ତି। ୧୦୦୮ ପୋଲିଂ ପାର୍ଟି ନିୟୋଜିତ ହୋଇଛନ୍ତି । ବର୍ତ୍ତମାନ ସାଇଲେଣ୍ଟ ପିରିୟଡ଼ ଚାଲିଛି । ଏହି ସମୟରେ ଚେକିଂ କଡାକଡି କରାଯାଉଛି। ଆସନ୍ତା କାଲି ସକାଳ ୭ ରୁ ୬.୩୦ ପର୍ଯ୍ଯନ୍ତ ସମସ୍ତ ଏକ୍ସିଟ ପୋଲକୁ ବ୍ୟାନ କରାଯାଇଛି। ବୁଥର ୧୦୦ ମିଟର ମଧ୍ୟରେ କେହି ବି କଥା ବାର୍ତ୍ତା […]
ଭୁବନେଶ୍ବର: ଆସନ୍ତା କାଲି ଧାମନଗର ଉପନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ବୁଥରେ ସବୁ ପ୍ରକାର ପୋଲିଂ ପର୍ସନ ନିୟୋଜିତ ହୋଇ ସାରିଛନ୍ତି। ୧୦୦୮ ପୋଲିଂ ପାର୍ଟି ନିୟୋଜିତ ହୋଇଛନ୍ତି । ବର୍ତ୍ତମାନ ସାଇଲେଣ୍ଟ ପିରିୟଡ଼ ଚାଲିଛି । ଏହି ସମୟରେ ଚେକିଂ କଡାକଡି କରାଯାଉଛି। ଆସନ୍ତା କାଲି ସକାଳ ୭ ରୁ ୬.୩୦ ପର୍ଯ୍ଯନ୍ତ ସମସ୍ତ ଏକ୍ସିଟ ପୋଲକୁ ବ୍ୟାନ କରାଯାଇଛି। ବୁଥର ୧୦୦ ମିଟର ମଧ୍ୟରେ କେହି ବି କଥା ବାର୍ତ୍ତା ହୋଇ ପାରିବେ ନାହିଁ। ଯଦି କେହି ନିୟମ ଉଲଙ୍ଘନ କଲା ତେବେ ତାଙ୍କୁ ଆରେଷ୍ଟ କରାଯିବ।
ଭୋଟର ପରିଚୟ ପତ୍ର ଛଡା ୧୨ ଟି ଅନ୍ୟ ଡ଼କ୍ୟୁ ମେଣ୍ଟ ଦେଖାଇ ବି ଭୋଟ ଦେଇ ପାରିବେ । ସକାଳ ୭ ରୁ ସନ୍ଧ୍ୟା ୬ ଟା ପର୍ଯ୍ଯନ୍ତ ଭୋଟ ଗ୍ରହଣ ହେବ । ଏହା ପୂର୍ବରୁ ମକପୋଲ ହେବ। ମୋଟ ୨୫୨ ବୁଥ ରହିଛି । ତାହା ମଧ୍ୟରୁ ୧୧୦ ସମ୍ବେଦନଶୀଳ ବୁଥ ରହିଛି । ଆଉ ସେଥି ମଧ୍ୟରୁ ୧୨୬ ଟି ୱେବ କାଷ୍ଟିଂ ହେବ । ୨୫ ଟି ମାଇକ୍ରୋ ଅବଜରର୍ଭର ରହିଛନ୍ତି। ୧୫ ଟି ମଡେଲ ବୁଥ ଓ ୫ଟି ପିଙ୍କ ବୁଥ କରାଯାଇଛି । ସାଇଲେଣ୍ଟ ପିରିୟଡ଼ଠୁ ନେଇ ଭୋଟ ପର୍ଯ୍ଯନ୍ତ ମଦ ବିକ୍ରିକୁ ବନ୍ଦ କରାଯାଇଛି। ୪ ଟି ସେଣ୍ଟ୍ରାଲ ଟିମ ଓ ୧୦୦୦ ଜଣ ପୁଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି ।
୩ ଟି ରାଜନୈତିକ ଦଳ ପ୍ରଚାର ସମୟରେ କିଛି ଅଭିଯୋଗ ଆଣିଥିଲେ । ସାଧାରଣ ଅଭିଯୋଗ ପାଇଁ ଆମେ ଜିଲ୍ଲା ପ୍ରଶାସନକୁ ମାର୍ଗ ଦର୍ଶୀକା ଦେଇଛୁ । ୫ଟି କେସରେ ପୁଲିସ କେସ ହୋଇଛି । ଆଉ ଗୋଟିଏ କେସ ରେ ଜଣେ ଉଚ୍ଚପଦସ୍ତ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ହୋଇଥିଲା ଆମେ ତାକୁ ଜାତୀୟ ନିର୍ବାଚନ ଆୟୋଗ ଙ୍କ ନିକଟକୁ ପଠାଇଛୁ । ଏ ନେଇ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନି ସୂଚନା ଦେଇଛନ୍ତି।