ପ୍ରବଳ କୁହୁଡି ଯୋଗୁଁ ଭାରସାମ୍ଯ ହରାଇ ରାସ୍ତାକଡ ବିଲକୁ ଓଲଟିଲା ଯାତ୍ରୀବାହୀ ବସ, ୧୦ରୁ ଊର୍ଦ୍ଧ୍ୱ ଆହତ

The Sakala Picture
Published On

ଖୋର୍ଦ୍ଧା: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟରାଜପଥର ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ନାଇଟକୋଚ ଏସି ବସ । ପ୍ରବଳ କୁହୁଡି କାରଣରୁ ବସଟି ବାଘମାରୀ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ଯ ହରାଇ ରାସ୍ତାକଡ ବିଲ ଭିତରୁ ଓଲଟି ପଡିଥିବା ଜଣାପଡିଛି । ଭୋରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ଓ ବାଘମାରୀ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ଯ ଜାରୀ ରଖିଛି । ପ୍ରବଳ କୁହୁଡି କାରଣରୁ ଦୁର୍ଘଟଣା […]

ଖୋର୍ଦ୍ଧା: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟରାଜପଥର ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ନାଇଟକୋଚ ଏସି ବସ । ପ୍ରବଳ କୁହୁଡି କାରଣରୁ ବସଟି ବାଘମାରୀ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ଯ ହରାଇ ରାସ୍ତାକଡ ବିଲ ଭିତରୁ ଓଲଟି ପଡିଥିବା ଜଣାପଡିଛି । ଭୋରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ଓ ବାଘମାରୀ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ଯ ଜାରୀ ରଖିଛି । ପ୍ରବଳ କୁହୁଡି କାରଣରୁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି । ତେବେ ବସଟି ବଲାଙ୍ଗୀରରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୦ ଯାତ୍ରୀଙ୍କୁ ଆହତ ଅବସ୍ଥାରେ ଖୋର୍ଦ୍ଧା ଜିଲ୍ଲା ହସ୍ପିଟାଲକୁ ପଠାଯାଇଥିବାବେଳେ ଦୁଇଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ପ୍ରତକ୍ଷଦର୍ଶଙ୍କଠାରୁ ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

04 Nov 2022 By The Sakala

ପ୍ରବଳ କୁହୁଡି ଯୋଗୁଁ ଭାରସାମ୍ଯ ହରାଇ ରାସ୍ତାକଡ ବିଲକୁ ଓଲଟିଲା ଯାତ୍ରୀବାହୀ ବସ, ୧୦ରୁ ଊର୍ଦ୍ଧ୍ୱ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟରାଜପଥର ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ନାଇଟକୋଚ ଏସି ବସ । ପ୍ରବଳ କୁହୁଡି କାରଣରୁ ବସଟି ବାଘମାରୀ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ଯ ହରାଇ ରାସ୍ତାକଡ ବିଲ ଭିତରୁ ଓଲଟି ପଡିଥିବା ଜଣାପଡିଛି । ଭୋରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ଓ ବାଘମାରୀ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ଯ ଜାରୀ ରଖିଛି । ପ୍ରବଳ କୁହୁଡି କାରଣରୁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି । ତେବେ ବସଟି ବଲାଙ୍ଗୀରରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୦ ଯାତ୍ରୀଙ୍କୁ ଆହତ ଅବସ୍ଥାରେ ଖୋର୍ଦ୍ଧା ଜିଲ୍ଲା ହସ୍ପିଟାଲକୁ ପଠାଯାଇଥିବାବେଳେ ଦୁଇଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ପ୍ରତକ୍ଷଦର୍ଶଙ୍କଠାରୁ ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର