ପାଟଣାଗଡର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ପରଲୋକରେ ମୁଖ୍ଯମନ୍ତ୍ରୀଙ୍କ ଶୋକ
ବଲାଙ୍ଗୀର: ପାଟଣାଗଡର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ପରଲୋକରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ବିବେକାନନ୍ଦ ମେହେରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ବୋଲି ନବୀନ କହିଛନ୍ତି। ଜନ ପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ। ପାଟଣାଗଡ଼ର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। […]
ବଲାଙ୍ଗୀର: ପାଟଣାଗଡର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ପରଲୋକରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ବିବେକାନନ୍ଦ ମେହେରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ବୋଲି ନବୀନ କହିଛନ୍ତି। ଜନ ପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ।
ପାଟଣାଗଡ଼ର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନ ପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।
ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ— Naveen Patnaik (@Naveen_Odisha) April 18, 2021
ସୂଚନା ଅନୁୟଯାୟୀ, ପାଟଣାଗଡର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ରବିବାର ସକାଳେ ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା।
ତାଙ୍କ ପରିବାର ପକ୍ଷରୁ କୁହାଯାଇଛି ଯେ, ମେହେର କିଡନୀ ରୋଗରେ ପୀଡିତ ଥିଲେ ଏବଂ ଗତ ଦୁଇ ବର୍ଷ ଧରି ତାଙ୍କର ଡାୟଲିସିସ୍ ଚାଲିଥିଲା।ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବାରୁ ତାଙ୍କୁ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ତେବେ ରାସ୍ତାରେ ଆସିବା ସମୟରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା।
ଶ୍ରୀ ମେହେର ୧୯୪୩ ମସିହା ମାର୍ଚ୍ଚ ୩ରେ ଜନ୍ମଗ୍ରହଣ କରିଥିଲେ। ସେ ୧୯୬୨ ମସିହାରେ ସେବା ଦଳ ସଂଗଠକ ଭାବରେ ରାଜନୀତିରେ ପ୍ରବେଶ କରିଥିଲେ। ସେ ୧୯୭୨ରେ ଉତ୍କଳ କଂଗ୍ରେସ ପ୍ରାର୍ଥୀ ଭାବରେ ପାଟଣାଗଡରୁ ବିଧାନସଭା ନିର୍ବାଚନରେ ଅସଫଳ ହୋଇଥିଲେ।
୧୯୭୫ରେ ଜରୁରୀକାଳୀନ ପରିସ୍ଥିତି ସମୟରେ ସେ ଏକ ବର୍ଷ ପାଇଁ ଜେଲରେ ଥିଲେ। ସେ ୧୯୭୭ରେ ବିଧାନସଭାର ସରକାରୀ ଡେପୁଟି ମୁଖ୍ୟ ଏବଂ ୧୯୮୧ ରୁ ୧୯୮୩ ପର୍ୟ୍ୟନ୍ତ ବଲାଙ୍ଗୀର ଜିଲ୍ଲା ଜନତା ଦଳର ସଭାପତି ଥିଲେ।
ପାଟଣାଗଡର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ପରଲୋକରେ ମୁଖ୍ଯମନ୍ତ୍ରୀଙ୍କ ଶୋକ
ବଲାଙ୍ଗୀର: ପାଟଣାଗଡର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ପରଲୋକରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ବିବେକାନନ୍ଦ ମେହେରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ବୋଲି ନବୀନ କହିଛନ୍ତି। ଜନ ପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ।
ପାଟଣାଗଡ଼ର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନ ପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) April 18, 2021