ମାସ୍କ ହିଁ ଆମ ସମସ୍ତଙ୍କ ଜୀବନର ରକ୍ଷାକାରୀ କବଚ- ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି । ସଚେତନ ଓ ସତର୍କତା ମାଧ୍ୟମରେ କରୋନାକୁ ଆମେ ହରାଇ ପରିବା। ଏଥିପାଇଁ ମୁଖ୍ୟମନ୍ତ୍ରୀ ନିୟମିତ ମାସ୍କ ବ୍ୟବହାର କରିବାକୁ ଲୋକମାନଙ୍କୁ ନିବେଦନ କରୁଛନ୍ତି । ମାସ୍କ ହିଁ ସମସ୍ତଙ୍କର ଜୀବନ ରକ୍ଷାକାରୀ କବଚ । ଏଥିରେ ସାମାନ୍ୟ ଅବହେଳା ଆମକୁ ସଂକଟରେ ପକାଇବା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିୟମିତ ମାସ୍କର ବ୍ୟବହାର ଆମକୁ #COVID19 ଠାରୁ ସୁରକ୍ଷିତ ରଖିବ। ଏହା ହିଁ […]

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି । ସଚେତନ ଓ ସତର୍କତା ମାଧ୍ୟମରେ କରୋନାକୁ ଆମେ ହରାଇ ପରିବା। ଏଥିପାଇଁ ମୁଖ୍ୟମନ୍ତ୍ରୀ ନିୟମିତ ମାସ୍କ ବ୍ୟବହାର କରିବାକୁ ଲୋକମାନଙ୍କୁ ନିବେଦନ କରୁଛନ୍ତି । ମାସ୍କ ହିଁ ସମସ୍ତଙ୍କର ଜୀବନ ରକ୍ଷାକାରୀ କବଚ । ଏଥିରେ ସାମାନ୍ୟ ଅବହେଳା ଆମକୁ ସଂକଟରେ ପକାଇବା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ସଚେତନ ହେବା ସହ ନିଜକୁ ତଥା ପରିବାରକୁ ସୁରକ୍ଷିତ ରଖି ହେବ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି । ମୁହଁରୁ ମାସ୍କ ଖସିବା ଅର୍ଥ କରୋନାକୁ ଆମନ୍ତ୍ରଣ କରିବା । ବାରମ୍ବାର ହାତ ଧୋଇବା, ମାସ୍କ ପିନ୍ଧିବା ସହ ଅତିକମରେ ୨ ମିଟର ଦୂରତା ରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

18 Apr 2021 By The Sakala

ମାସ୍କ ହିଁ ଆମ ସମସ୍ତଙ୍କ ଜୀବନର ରକ୍ଷାକାରୀ କବଚ- ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି । ସଚେତନ ଓ ସତର୍କତା ମାଧ୍ୟମରେ କରୋନାକୁ ଆମେ ହରାଇ ପରିବା। ଏଥିପାଇଁ ମୁଖ୍ୟମନ୍ତ୍ରୀ ନିୟମିତ ମାସ୍କ ବ୍ୟବହାର କରିବାକୁ ଲୋକମାନଙ୍କୁ ନିବେଦନ କରୁଛନ୍ତି । ମାସ୍କ ହିଁ ସମସ୍ତଙ୍କର ଜୀବନ ରକ୍ଷାକାରୀ କବଚ । ଏଥିରେ ସାମାନ୍ୟ ଅବହେଳା ଆମକୁ ସଂକଟରେ ପକାଇବା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସଚେତନ ହେବା ସହ ନିଜକୁ ତଥା ପରିବାରକୁ ସୁରକ୍ଷିତ ରଖି ହେବ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି । ମୁହଁରୁ ମାସ୍କ ଖସିବା ଅର୍ଥ କରୋନାକୁ ଆମନ୍ତ୍ରଣ କରିବା । ବାରମ୍ବାର ହାତ ଧୋଇବା, ମାସ୍କ ପିନ୍ଧିବା ସହ ଅତିକମରେ ୨ ମିଟର ଦୂରତା ରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

https://www.thesakala.in/latest-odisha-news/cm-naveen-patnaik-appeals-to-public-always-wear-mask/article-1639
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର