ପଦ୍ମପୁର ଉପନିର୍ବାଚନ ପାଇଁ କମିଲା ମତଦାନ ସମୟ ଅବଧି: ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ହେବ ଭୋଟିଂ

The Sakala Picture
Published On

ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ ସମୟ ଅବଧିକୁ କମାଯାଇଛି। ଶୀତ ଦିନ ଏବଂ ମାଓବାଦୀ ଅଞ୍ଚଳ ହୋଇଥିବାରୁ ଭୋଟିଂ ସମୟ କମାଯାଇଛି । ଭୋଟିଂ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ହେବ । ପଦ୍ମପୁର ଉପନିର୍ବାଚନ ପାଇଁ ସିଇଓ ଡ଼ାକିଥିବା ସର୍ବଦଳୀୟ ବୈଠକ ପରେ ଏ ନେଇ ସୂଚନା ଦେଇଛନ୍ତି ରାଜନୈତିକ ଦଳ । ସେପଟେ ସ୍ଵଚ୍ଛ, ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ଦାବି କରିଛନ୍ତି । ବିରୋଧୀ ମାନେ […]

ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ ସମୟ ଅବଧିକୁ କମାଯାଇଛି। ଶୀତ ଦିନ ଏବଂ ମାଓବାଦୀ ଅଞ୍ଚଳ ହୋଇଥିବାରୁ ଭୋଟିଂ ସମୟ କମାଯାଇଛି । ଭୋଟିଂ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ହେବ । ପଦ୍ମପୁର ଉପନିର୍ବାଚନ ପାଇଁ ସିଇଓ ଡ଼ାକିଥିବା ସର୍ବଦଳୀୟ ବୈଠକ ପରେ ଏ ନେଇ ସୂଚନା ଦେଇଛନ୍ତି ରାଜନୈତିକ ଦଳ । ସେପଟେ ସ୍ଵଚ୍ଛ, ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ଦାବି କରିଛନ୍ତି । ବିରୋଧୀ ମାନେ ଅବାଧ ଓ ନିରପେକ୍ଷ ନିର୍ବାଚନ ହେଉନି ବୋଲି ଅଭିଯୋଗ କରିଛନ୍ତି । ଜବାବରେ ଶାସକ ଦଳ କହିଛି ଯେ ନିର୍ବାଚନ ପ୍ରକ୍ରିୟା ନିୟମ ଅନୁସାରେ ହେଉଛି ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର