ପଦ୍ମପୁର ଉପନିର୍ବାଚନ: ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ, ନାମାଙ୍କନ ଭରିବେ ତିନି ପ୍ରମୁଖ ଦଳର ପ୍ରାର୍ଥୀ

The Sakala Picture
Published On

ବରଗଡ: ତିନି ପ୍ରମୁଖ ଦଳର ପ୍ରାର୍ଥୀ ଆଜି ଦାଖଲ କରିବେ ନାମାଙ୍କନ । ଆଜି ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ରହିଛି । ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି ଦିବଂଗତ ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଝିଅ ବର୍ଷା ସିଂହ ବରିହା । ୨୦୧୯ରେ ପଦମପୁରରେ ବିଜେପି ପ୍ରାର୍ଥୀ ହୋଇ ହାରିଥିବା ପ୍ରଦୀପ ପୁରୋହିତକୁ ଦଳ ପୁଣି ଥରେ ଟିକେଟ୍ ଦେଇଛି ।ସେହିପରି କଂଗ୍ରେସ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ କରିଛି । […]

ବରଗଡ: ତିନି ପ୍ରମୁଖ ଦଳର ପ୍ରାର୍ଥୀ ଆଜି ଦାଖଲ କରିବେ ନାମାଙ୍କନ । ଆଜି ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ରହିଛି । ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି ଦିବଂଗତ ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଝିଅ ବର୍ଷା ସିଂହ ବରିହା । ୨୦୧୯ରେ ପଦମପୁରରେ ବିଜେପି ପ୍ରାର୍ଥୀ ହୋଇ ହାରିଥିବା ପ୍ରଦୀପ ପୁରୋହିତକୁ ଦଳ ପୁଣି ଥରେ ଟିକେଟ୍ ଦେଇଛି ।ସେହିପରି କଂଗ୍ରେସ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ କରିଛି । ତିନି ପ୍ରାର୍ଥୀ ଆଜି ଶେଷ ଦିନରେ ନିଜ ନାମାଙ୍କର ଭରିବେ ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ସେପଟେ ଗତକାଲି ପଦମପୁରରେ ବିଜେଡିର ପାୱାର ଶୋ କରିଛି । ବିଭିନ୍ନ ଜୋନରେ ବିଜେଡି ବିରାଟ ସଭାକରି ଭୋଟରଙ୍କୁ ଏକଜୁଟ କରୁଛି । ବାପାଙ୍କ ଗଡ଼ ଦଖଲ ଲାଗି ଭୋଟରଙ୍କ ସାମ୍ନାକୁ ଆସିଛନ୍ତି ବର୍ଷା । ବାପାଙ୍କୁ ମନେ ପକାଇ ନିଜେ ଲୁହରେ ଭିଜିବା ସହ ଭୋଟରଙ୍କୁ ବି ଭାବପ୍ରବଣ କରିଥିଲେ । କାର୍ୟ୍ୟକ୍ରମରେ ଦଳୀୟ ବହୁ ହେବିଓ୍ବେଟ ସାମିଲ ହୋଇଥିଲେ । ସେପଟେ ବିଜେପି ଓ କଂଗ୍ରେସ ମଧ୍ୟ ଜନ ସମର୍ଥନ ଜୁଟାଇବାକୁ ଜୋରଦାର ପୟାସ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

17 Nov 2022 By The Sakala

ପଦ୍ମପୁର ଉପନିର୍ବାଚନ: ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ, ନାମାଙ୍କନ ଭରିବେ ତିନି ପ୍ରମୁଖ ଦଳର ପ୍ରାର୍ଥୀ

ବରଗଡ: ତିନି ପ୍ରମୁଖ ଦଳର ପ୍ରାର୍ଥୀ ଆଜି ଦାଖଲ କରିବେ ନାମାଙ୍କନ । ଆଜି ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ରହିଛି । ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି ଦିବଂଗତ ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ଝିଅ ବର୍ଷା ସିଂହ ବରିହା । ୨୦୧୯ରେ ପଦମପୁରରେ ବିଜେପି ପ୍ରାର୍ଥୀ ହୋଇ ହାରିଥିବା ପ୍ରଦୀପ ପୁରୋହିତକୁ ଦଳ ପୁଣି ଥରେ ଟିକେଟ୍ ଦେଇଛି ।ସେହିପରି କଂଗ୍ରେସ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ କରିଛି । ତିନି ପ୍ରାର୍ଥୀ ଆଜି ଶେଷ ଦିନରେ ନିଜ ନାମାଙ୍କର ଭରିବେ ।

ସେପଟେ ଗତକାଲି ପଦମପୁରରେ ବିଜେଡିର ପାୱାର ଶୋ କରିଛି । ବିଭିନ୍ନ ଜୋନରେ ବିଜେଡି ବିରାଟ ସଭାକରି ଭୋଟରଙ୍କୁ ଏକଜୁଟ କରୁଛି । ବାପାଙ୍କ ଗଡ଼ ଦଖଲ ଲାଗି ଭୋଟରଙ୍କ ସାମ୍ନାକୁ ଆସିଛନ୍ତି ବର୍ଷା । ବାପାଙ୍କୁ ମନେ ପକାଇ ନିଜେ ଲୁହରେ ଭିଜିବା ସହ ଭୋଟରଙ୍କୁ ବି ଭାବପ୍ରବଣ କରିଥିଲେ । କାର୍ୟ୍ୟକ୍ରମରେ ଦଳୀୟ ବହୁ ହେବିଓ୍ବେଟ ସାମିଲ ହୋଇଥିଲେ । ସେପଟେ ବିଜେପି ଓ କଂଗ୍ରେସ ମଧ୍ୟ ଜନ ସମର୍ଥନ ଜୁଟାଇବାକୁ ଜୋରଦାର ପୟାସ ଆରମ୍ଭ କରିଛି ।

https://www.thesakala.in/latest-odisha-news/today-is-the-last-day-to-file-nomination-for-padmapur-bypoll/article-16611
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର