ପୁରୀ ଗସ୍ତରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ 5T ସଚିବ ଭି କେ ପାଣ୍ଡିଆନ

The Sakala Picture
Published On

ପୁରୀ: ଆଜି ପୁରୀ ଗସ୍ତରେ ଯାଇ ଚତୁର୍ଦ୍ଧା ମୂରତିଙ୍କୁ ଦର୍ଶନ କରିଛନ୍ତି 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ବେଢା ପରିକ୍ରମା କରିବା ସହ ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ପାର୍ଶ୍ୱ ଦେବାଦେବୀ ମନ୍ଦିରରେ ଦର୍ଶନ କରିଛନ୍ତି । ତେବେ 5T ସଚିବଙ୍କ ସହ ତାଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ସେ ଭୁବନେଶ୍ୱର […]

ପୁରୀ: ଆଜି ପୁରୀ ଗସ୍ତରେ ଯାଇ ଚତୁର୍ଦ୍ଧା ମୂରତିଙ୍କୁ ଦର୍ଶନ କରିଛନ୍ତି 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ବେଢା ପରିକ୍ରମା କରିବା ସହ ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ପାର୍ଶ୍ୱ ଦେବାଦେବୀ ମନ୍ଦିରରେ ଦର୍ଶନ କରିଛନ୍ତି । ତେବେ 5T ସଚିବଙ୍କ ସହ ତାଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌କୁ ନେଇ ବିଜେପି ନାଟକ କରୁଛି, ସଂରକ୍ଷଣ ନାଁରେ ସୀମା ପୁନଃ ନିର୍ଦ୍ଧାରଣ ବିଲ୍‌ ପାରିତ ଉଦ୍ଦେଶ୍ୟ ଥିଲା: ବିଜେଡି

19 Nov 2022 By The Sakala

ପୁରୀ ଗସ୍ତରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ 5T ସଚିବ ଭି କେ ପାଣ୍ଡିଆନ

ପୁରୀ: ଆଜି ପୁରୀ ଗସ୍ତରେ ଯାଇ ଚତୁର୍ଦ୍ଧା ମୂରତିଙ୍କୁ ଦର୍ଶନ କରିଛନ୍ତି 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ବେଢା ପରିକ୍ରମା କରିବା ସହ ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ପାର୍ଶ୍ୱ ଦେବାଦେବୀ ମନ୍ଦିରରେ ଦର୍ଶନ କରିଛନ୍ତି । ତେବେ 5T ସଚିବଙ୍କ ସହ ତାଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିଥିବା ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର