ପଦମପୁର ଉପନିର୍ବାଚନ: ସ୍ଥିତି ପରଖିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ନିର୍ବାଚନ ପ୍ରସ୍ତୁତି ନେଇ ଜିଲ୍ଲା ପ୍ରଶାସନ ସହ କଲେ ଆଲୋଚନା

The Sakala Picture
Published On

ପଦମପୁର: ପଦମପୁରରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ । ଉପନିର୍ବାଚନରେ ଆଇନ ଶୃଙ୍ଖଳା ପରିସ୍ଥିତିରେ ସମୀକ୍ଷା କରିବା ସହ ଜିଲ୍ଲା ପ୍ରଶାସନ ସହ କଲେ ଆଲୋଚନା । ପଦମପୁରରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ନେଇ ତର୍ଜମା କଲେ ସିଇଓ । ଏହି ଗସ୍ତ ଅବସରରେ ବରଗଡ଼ ଜିଲ୍ଲାପାଳ ଓ ଏସ୍ପିଙ୍କ ସହ ଆଲୋଚନା କରିଛନ୍ତି ସିଇଓ । ଆଚରଣବିଧି ଉଲ୍ଲଂଘନ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆଇନ ଶୃଙ୍ଖଳା […]

ପଦମପୁର: ପଦମପୁରରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ । ଉପନିର୍ବାଚନରେ ଆଇନ ଶୃଙ୍ଖଳା ପରିସ୍ଥିତିରେ ସମୀକ୍ଷା କରିବା ସହ ଜିଲ୍ଲା ପ୍ରଶାସନ ସହ କଲେ ଆଲୋଚନା । ପଦମପୁରରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ନେଇ ତର୍ଜମା କଲେ ସିଇଓ ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଏହି ଗସ୍ତ ଅବସରରେ ବରଗଡ଼ ଜିଲ୍ଲାପାଳ ଓ ଏସ୍ପିଙ୍କ ସହ ଆଲୋଚନା କରିଛନ୍ତି ସିଇଓ । ଆଚରଣବିଧି ଉଲ୍ଲଂଘନ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ତର୍ଜମା କରିବା ସହ କାଉଣ୍ଟିଂ ସେଣ୍ଟର ଓ ଷ୍ଟ୍ରଙ୍ଗ ରୁମ୍‌ ବୁଲି ଦେଖିଛନ୍ତି। ସମୀକ୍ଷା ପରେ ସୁରୁଖୁରୁରେ ନିର୍ବାଚନ ପାଇଁ ରାଜନୈତିକ ଦଳଙ୍କୁ ଅନୁରୋଧ କରିଛନ୍ତି ସିଇଓ । ପ୍ରକାଶଯୋଗ୍ୟ, ଡିସେମ୍ବର ୫ ତାରିଖରେ ପଦ୍ମପୁରରେ ଉପ-ନିର୍ବାଚନ ହେବାକୁ ଯାଉଛି । ଏଥିପାଇଁ ତିନି ପ୍ରମୁଖ ରାଜନୈତିକ ଦଳ ପ୍ରଚାର ଜୋରଦାର କରିଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

29 Nov 2022 By The Sakala

ପଦମପୁର ଉପନିର୍ବାଚନ: ସ୍ଥିତି ପରଖିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ନିର୍ବାଚନ ପ୍ରସ୍ତୁତି ନେଇ ଜିଲ୍ଲା ପ୍ରଶାସନ ସହ କଲେ ଆଲୋଚନା

ପଦମପୁର: ପଦମପୁରରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ । ଉପନିର୍ବାଚନରେ ଆଇନ ଶୃଙ୍ଖଳା ପରିସ୍ଥିତିରେ ସମୀକ୍ଷା କରିବା ସହ ଜିଲ୍ଲା ପ୍ରଶାସନ ସହ କଲେ ଆଲୋଚନା । ପଦମପୁରରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ନେଇ ତର୍ଜମା କଲେ ସିଇଓ ।

ଏହି ଗସ୍ତ ଅବସରରେ ବରଗଡ଼ ଜିଲ୍ଲାପାଳ ଓ ଏସ୍ପିଙ୍କ ସହ ଆଲୋଚନା କରିଛନ୍ତି ସିଇଓ । ଆଚରଣବିଧି ଉଲ୍ଲଂଘନ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ତର୍ଜମା କରିବା ସହ କାଉଣ୍ଟିଂ ସେଣ୍ଟର ଓ ଷ୍ଟ୍ରଙ୍ଗ ରୁମ୍‌ ବୁଲି ଦେଖିଛନ୍ତି। ସମୀକ୍ଷା ପରେ ସୁରୁଖୁରୁରେ ନିର୍ବାଚନ ପାଇଁ ରାଜନୈତିକ ଦଳଙ୍କୁ ଅନୁରୋଧ କରିଛନ୍ତି ସିଇଓ । ପ୍ରକାଶଯୋଗ୍ୟ, ଡିସେମ୍ବର ୫ ତାରିଖରେ ପଦ୍ମପୁରରେ ଉପ-ନିର୍ବାଚନ ହେବାକୁ ଯାଉଛି । ଏଥିପାଇଁ ତିନି ପ୍ରମୁଖ ରାଜନୈତିକ ଦଳ ପ୍ରଚାର ଜୋରଦାର କରିଛନ୍ତି ।

https://www.thesakala.in/latest-odisha-news/padampur-byelection-chief-election-officer-reviews-the-status/article-16945
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର