ASO ପରୀକ୍ଷାକୁ ନେଇ ହାଇକୋର୍ଟଙ୍କ ବଡ଼ ରାୟ: ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ

The Sakala Picture
Published On

ଭୁବନେଶ୍ବର: ଏଏସଓ ପରୀକ୍ଷାକୁ ନେଇ ଆଜି ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ହାଇକୋର୍ଟ ରୋକ୍ ଲଗାଇଛନ୍ତି। ତେବେ କମ୍ପ୍ୟୁଟର ପ୍ରୋଫିସିଏନସି ଟେଷ୍ଟ ଜାରି ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କମ୍ପ୍ୟୁଟର ଟେଷ୍ଟ ହେଲେ ବି ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ରୋକ୍ ଲାଗିଛି। କୋର୍ଟଙ୍କ ବିନା ଅନୁମତିରେ ଓପିଏସି ରେଜଲ୍ଟ ପ୍ରକାଶ କରିପାରିବନି ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା  ଅନଯାୟୀ, ରେଜଲ୍ଟ ବାହାରିବାକୁ ନେଇ ପରୀକ୍ଷାର୍ଥୀଙ୍କ ଭିତରେ ପୂର୍ବରୁ ଅସନ୍ତୋଷ […]

ଭୁବନେଶ୍ବର: ଏଏସଓ ପରୀକ୍ଷାକୁ ନେଇ ଆଜି ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ହାଇକୋର୍ଟ ରୋକ୍ ଲଗାଇଛନ୍ତି। ତେବେ କମ୍ପ୍ୟୁଟର ପ୍ରୋଫିସିଏନସି ଟେଷ୍ଟ ଜାରି ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କମ୍ପ୍ୟୁଟର ଟେଷ୍ଟ ହେଲେ ବି ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ରୋକ୍ ଲାଗିଛି। କୋର୍ଟଙ୍କ ବିନା ଅନୁମତିରେ ଓପିଏସି ରେଜଲ୍ଟ ପ୍ରକାଶ କରିପାରିବନି ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ସୂଚନା  ଅନଯାୟୀ, ରେଜଲ୍ଟ ବାହାରିବାକୁ ନେଇ ପରୀକ୍ଷାର୍ଥୀଙ୍କ ଭିତରେ ପୂର୍ବରୁ ଅସନ୍ତୋଷ ଦେଖା ଦେଇଥିଲା। ଯାହାକୁ ଓପିଏସ୍‌ସି ଖଣ୍ଡନ କରିଥିଲା। ଏହି ମାମଲା ମଧ୍ୟ ହାଇକୋର୍ଟକୁ ଯାଇଥିଲା।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର