୨୪ ଘଣ୍ଟା ପାଇଁ ରାଜ୍ଯର ୨୧ ଜିଲ୍ଲାକୁ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।  ଏଥିପାଇଁ ଏହି ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟାଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, […]

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।  ଏଥିପାଇଁ ଏହି ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟାଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ପ୍ରଭୃତି ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୪୦-୫୦ କିଲୋମିଟର ରହିବ । କାଳବୈଶାଖୀ ଭୟକୁ ଦୃଷ୍ଟିରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟର ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ଏହି ସମୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର