ଆଜି ବିଧାୟିକା ଭାବେ ଶପଥ ନେବେ ବର୍ଷା ସିଂ ବରିହା

The Sakala Picture
Published On

ଭୁବନେଶ୍ୱର: ଆଜି ବିଧାୟିକା ଭାବେ ଶପଥ ନେବେ ପଦ୍ମପୁର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା । ଦିନ ସାଢ଼େ ୧୧ଟାରେ ଶପଥ ନେବା କାର୍ଯ୍ଯକ୍ରମ ରହିଛି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବର୍ଷାଙ୍କୁ ଶପଥ ପାଠ କରାଇବେ। ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ପରେ ପଦମପୁରରେ ଉପନିର୍ବାଚନ ହୋଇଥିଲା । ଏଥିରେ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଦିବଗଂତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ବର୍ଷା ସିଂ ବରିହା । […]

ଭୁବନେଶ୍ୱର: ଆଜି ବିଧାୟିକା ଭାବେ ଶପଥ ନେବେ ପଦ୍ମପୁର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା । ଦିନ ସାଢ଼େ ୧୧ଟାରେ ଶପଥ ନେବା କାର୍ଯ୍ଯକ୍ରମ ରହିଛି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବର୍ଷାଙ୍କୁ ଶପଥ ପାଠ କରାଇବେ। ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ପରେ ପଦମପୁରରେ ଉପନିର୍ବାଚନ ହୋଇଥିଲା । ଏଥିରେ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଦିବଗଂତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ବର୍ଷା ସିଂ ବରିହା ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଆଗକୁ ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ବର୍ଷା । ଉପନିର୍ବାଚନ ସମୟରେ ପଦମପୁରବାସୀଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରିବେ । ସେମାନଙ୍କ ପାଖରେ ରହି ସେବା କରିବେ ବୋଲି ବର୍ଷା କହିଛନ୍ତି । ଲୋକ କିପରି ସରକାରୀ ଯୋଜନାର ସୁବିଧା ପାଇପାରିବେ, ସେନେଇ ଗୁରୁତ୍ୱ ଦେବା ସହ ଲୋକଙ୍କ ସମସ୍ୟା ସମାଧାନକୁ ପ୍ରାଥମିକତା ଦେବେ ବୋଲି ବର୍ଷା କହିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

12 Dec 2022 By The Sakala

ଆଜି ବିଧାୟିକା ଭାବେ ଶପଥ ନେବେ ବର୍ଷା ସିଂ ବରିହା

ଭୁବନେଶ୍ୱର: ଆଜି ବିଧାୟିକା ଭାବେ ଶପଥ ନେବେ ପଦ୍ମପୁର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା । ଦିନ ସାଢ଼େ ୧୧ଟାରେ ଶପଥ ନେବା କାର୍ଯ୍ଯକ୍ରମ ରହିଛି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବର୍ଷାଙ୍କୁ ଶପଥ ପାଠ କରାଇବେ। ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ପରେ ପଦମପୁରରେ ଉପନିର୍ବାଚନ ହୋଇଥିଲା । ଏଥିରେ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଦିବଗଂତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ବର୍ଷା ସିଂ ବରିହା ।

ଆଗକୁ ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ବର୍ଷା । ଉପନିର୍ବାଚନ ସମୟରେ ପଦମପୁରବାସୀଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରିବେ । ସେମାନଙ୍କ ପାଖରେ ରହି ସେବା କରିବେ ବୋଲି ବର୍ଷା କହିଛନ୍ତି । ଲୋକ କିପରି ସରକାରୀ ଯୋଜନାର ସୁବିଧା ପାଇପାରିବେ, ସେନେଇ ଗୁରୁତ୍ୱ ଦେବା ସହ ଲୋକଙ୍କ ସମସ୍ୟା ସମାଧାନକୁ ପ୍ରାଥମିକତା ଦେବେ ବୋଲି ବର୍ଷା କହିଛନ୍ତି ।

https://www.thesakala.in/latest-odisha-news/barsha-singh-bariha-today-take-oath-as-mla/article-17280
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp