ମନୋରଞ୍ଜନ
ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୪୭୬ ପଜିଟିଭ୍
ଭୁବନେଶ୍ବର:ରାଜଧାନୀ ଭୁବନେଶ୍ବରରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାରି ମଧ୍ୟରେ ରାଜଧାନୀରେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ଭୁବନେଶ୍ବରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ୪୭୬ ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବାବେଳେ ସେଥି ମଧ୍ଯରୁ ୩୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ବେଳେ ସଂଗରୋଧରୁ ୮୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୭ ହଜାର ୨୦୪ ରେ […]
ଭୁବନେଶ୍ବର:ରାଜଧାନୀ ଭୁବନେଶ୍ବରରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାରି ମଧ୍ୟରେ ରାଜଧାନୀରେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବା ଭୁବନେଶ୍ବରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ୪୭୬ ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବାବେଳେ ସେଥି ମଧ୍ଯରୁ ୩୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ବେଳେ ସଂଗରୋଧରୁ ୮୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଭୁବନେଶ୍ବରରେ କରୋନା ସଂକ୍ରମିତ ଲୋକଙ୍କ ସଂଖ୍ୟା ୩୭ ହଜାର ୨୦୪ ରେ ପହଞ୍ଚିଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଡିଭାଇଡରରେ ପିଟି ହେଲା ସ୍କର୍ପିଓ, ଶାଶୂ ଓ ଜ୍ୱାଇଁଙ୍କ ମୃତ୍ୟୁ
Update on newly detected #COVID19 cases in the last
24 hrs under the BMC area on 21st Apr (till 9am). pic.twitter.com/BEaMeInF3Cଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ— BMC (@bmcbbsr) April 21, 2021






