ଅକ୍ସିଜେନ ଯୋଗାଣ ନେଇ କେନ୍ଦ୍ର ଜାରି କଲା ମାର୍ଗଦର୍ଶିକା, ଅବାଧରେ ହେବ ଅନ୍ତଃରାଜ୍ୟ ଅକ୍ସିଜେନ ସିଲିଣ୍ଡର ସ୍ଥାନାନ୍ତର

The Sakala Picture
Published On

ଭୁବନେଶ୍ବର: ଅବାଧରେ ଅକ୍ସିଜେନ ସିଲିଣ୍ଡର ସ୍ଥାନାନ୍ତର ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗୁଡିକ ପାଇଁ କେନ୍ଦ୍ର ଏହି ମାର୍ଗଦର୍ଶିକା ଜାରି କରିଛି। ହସ୍ପିଟାଲକୁ ଆସୁଥିବା ଅକ୍ସିଜେନକୁ କେହି ଅଟକାଇପାରିବେ ନାହିଁ। ଯେକୌଣସି ସହରକୁ ଯେକୌଣସି ସମୟରେ ଯାଇପାରିବ ଅକ୍ସିଜେନ। ଆଜିଠାରୁ ଆଗାମୀ ନିର୍ଦ୍ଦେଶ ଯାଏଁ ଅକ୍ସିଜେନ ଯୋଗାଣ ଉପରେ ଏହି କଟକଣା ଲାଗୁ କରାଯାଇଛି। ଏଥିସହ ହସ୍ପିଟାଲରେ ଅକ୍ସିଜେନର ଅଭାବ ଦେଖାଯାଉଥିବାରୁ ଆଜିଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଶିଳ୍ପସଂସ୍ଥାଗୁଡ଼ିକ ପାଇଁ ଯୋଗାଣ […]

ଭୁବନେଶ୍ବର: ଅବାଧରେ ଅକ୍ସିଜେନ ସିଲିଣ୍ଡର ସ୍ଥାନାନ୍ତର ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଗୁଡିକ ପାଇଁ କେନ୍ଦ୍ର ଏହି ମାର୍ଗଦର୍ଶିକା ଜାରି କରିଛି। ହସ୍ପିଟାଲକୁ ଆସୁଥିବା ଅକ୍ସିଜେନକୁ କେହି ଅଟକାଇପାରିବେ ନାହିଁ। ଯେକୌଣସି ସହରକୁ ଯେକୌଣସି ସମୟରେ ଯାଇପାରିବ ଅକ୍ସିଜେନ। ଆଜିଠାରୁ ଆଗାମୀ ନିର୍ଦ୍ଦେଶ ଯାଏଁ ଅକ୍ସିଜେନ ଯୋଗାଣ ଉପରେ ଏହି କଟକଣା ଲାଗୁ କରାଯାଇଛି।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ଏଥିସହ ହସ୍ପିଟାଲରେ ଅକ୍ସିଜେନର ଅଭାବ ଦେଖାଯାଉଥିବାରୁ ଆଜିଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଶିଳ୍ପସଂସ୍ଥାଗୁଡ଼ିକ ପାଇଁ ଯୋଗାଣ ବନ୍ଦ ରହିବ ବୋଲି ସରକାର କହିଛନ୍ତି। ଶିଳ୍ପାନୁଷ୍ଠାନକୁ ଅକ୍ସିଜେନ ଯୋଗାଣ ବନ୍ଦ କରିବା ପାଇଁ ଉତ୍ପାଦକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୯ଟି ଶିଳ୍ପ କ୍ଷେତ୍ରକୁ ବାଦ ଦେଇ ଅନ୍ୟ ଶିଳ୍ପାନୁଷ୍ଠାନକୁ ଅକ୍ସିଜେନ ଯୋଗାଣ ବନ୍ଦ କରାଯିବ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର