କମିବ ଶୀତର ପ୍ରକୋପ, ବଢ଼ିବ କୁହୁଡ଼ି

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨ ଦିନ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଏହା ପ୍ରଭାବରେ ବର୍ତ୍ତମାନ ତୁଳନାରେ ଶୀତର ପ୍ରକୋପ ହ୍ରାସ ପାଇବ। ଦୁଇ ଦିନ ପରେ ରାଜ୍ୟକୁ ପ୍ରଚୁର ଜଳୀୟବାଷ୍ଫପୂର୍ଣ୍ଣ ବାୟୁର ପ୍ରବେଶ ହେତୁ ତାପମାତ୍ରା ବଢ଼଼ିବ। ଅନ୍ୟପଟେ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଯିବ। ଶୁକ୍ରବାର ଉତ୍ତର ଉପକୂଳ ଓଡ଼ିଶା ସମେତ ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ […]

ଭୁବନେଶ୍ୱର: ଆସନ୍ତା ୨ ଦିନ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଏହା ପ୍ରଭାବରେ ବର୍ତ୍ତମାନ ତୁଳନାରେ ଶୀତର ପ୍ରକୋପ ହ୍ରାସ ପାଇବ। ଦୁଇ ଦିନ ପରେ ରାଜ୍ୟକୁ ପ୍ରଚୁର ଜଳୀୟବାଷ୍ଫପୂର୍ଣ୍ଣ ବାୟୁର ପ୍ରବେଶ ହେତୁ ତାପମାତ୍ରା ବଢ଼଼ିବ। ଅନ୍ୟପଟେ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଯିବ। ଶୁକ୍ରବାର ଉତ୍ତର ଉପକୂଳ ଓଡ଼ିଶା ସମେତ ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବ। ସେହିପରି ଶନିବାର ମଧ୍ୟ ଅନେକ ଜିଲ୍ଲାରେ କୁହୁଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

23 Dec 2022 By The Sakala

କମିବ ଶୀତର ପ୍ରକୋପ, ବଢ଼ିବ କୁହୁଡ଼ି

ଭୁବନେଶ୍ୱର: ଆସନ୍ତା ୨ ଦିନ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଏହା ପ୍ରଭାବରେ ବର୍ତ୍ତମାନ ତୁଳନାରେ ଶୀତର ପ୍ରକୋପ ହ୍ରାସ ପାଇବ। ଦୁଇ ଦିନ ପରେ ରାଜ୍ୟକୁ ପ୍ରଚୁର ଜଳୀୟବାଷ୍ଫପୂର୍ଣ୍ଣ ବାୟୁର ପ୍ରବେଶ ହେତୁ ତାପମାତ୍ରା ବଢ଼଼ିବ। ଅନ୍ୟପଟେ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଯିବ। ଶୁକ୍ରବାର ଉତ୍ତର ଉପକୂଳ ଓଡ଼ିଶା ସମେତ ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବ। ସେହିପରି ଶନିବାର ମଧ୍ୟ ଅନେକ ଜିଲ୍ଲାରେ କୁହୁଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

https://www.thesakala.in/latest-odisha-news/temperature-will-increase-fog-will-increase-in-odisha/article-17590
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର