ଓଡିଶା ପୁଲିସରେ ଚାକିରି ପାଇଁ ବଡ଼ ସୁଯୋଗ, ୪୭୯୦ କନେଷ୍ଟବଳ ପଦବୀ ପୂରଣ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର : ଓଡିଶା ପୁଲିସରେ ୪୭୯୦ଟି କନେଷ୍ଟବଳ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିବାପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ୪ଟି ପର୍ଯ୍ୟାୟରେ ଏହି ପଦବୀଗୁଡିକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଖାଲିଥିବା ଥିବା ଏ ସମସ୍ତ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଖୁବ୍ ଶୀଘ୍ର ଆରମ୍ଭ କରାଯିବ। ରାଜ୍ୟର ୩୪ଟି ପୁଲିସ ଜିଲ୍ଲା ତଥା କମିଶନରେଟ୍‌ ପୁଲିସରେ ସେମାନଙ୍କୁ ନିଯୁକ୍ତି ଦିଆଯିବ। ଏହାଦ୍ବାରା ବିଭିନ୍ନ ଜିଲ୍ଲା ତଥା ଥାନା ମାନଙ୍କରେ ଖାଲି […]

ଭୁବନେଶ୍ବର : ଓଡିଶା ପୁଲିସରେ ୪୭୯୦ଟି କନେଷ୍ଟବଳ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିବାପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ୪ଟି ପର୍ଯ୍ୟାୟରେ ଏହି ପଦବୀଗୁଡିକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଖାଲିଥିବା ଥିବା ଏ ସମସ୍ତ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଖୁବ୍ ଶୀଘ୍ର ଆରମ୍ଭ କରାଯିବ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ରାଜ୍ୟର ୩୪ଟି ପୁଲିସ ଜିଲ୍ଲା ତଥା କମିଶନରେଟ୍‌ ପୁଲିସରେ ସେମାନଙ୍କୁ ନିଯୁକ୍ତି ଦିଆଯିବ। ଏହାଦ୍ବାରା ବିଭିନ୍ନ ଜିଲ୍ଲା ତଥା ଥାନା ମାନଙ୍କରେ ଖାଲି ଥିବା କନେଷ୍ଟବଳ ପଦବୀ ପୂରଣ ହୋଇପାରିବ ଏବଂ ଆଇନ ଶୃଙ୍ଖଳା ରକ୍ଷା ଦିଗରେ ପୁଲିସର ସାମର୍ଥ୍ୟ ମଧ୍ୟ ବୃଦ୍ଧି ପାଇବ । ସରକାରୀ ସ୍ତରରେ ଏତେସଂଖ୍ୟକ ନିଯୁକ୍ତି ପିଲା ମାନଙ୍କ ପାଇଁ ସୁଯୋଗ ସ୍ରୁଷ୍ଟି କରିବ ବୋଲି ଆଶା କରାଯାଏ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର