ସାଧାରଣତନ୍ତ୍ର ଦିବସ ପୂର୍ବରୁ ଓଡିଶାରେ ମିଳିବ ୫ଜି ସେବା: କେନ୍ଦ୍ର ରେଳ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ମାସେ ଭିତରେ ଓଡିଶାରେ ମିଳିବ ୫ଜି ସେବା । ଆସନ୍ତାବର୍ଷ ଜାନୁଆରୀ ୨୬ ପୂର୍ବରୁ ଓଡିଶାରେ ୫ଜି ସେବା ଆରମ୍ଭ ହେବ ବୋଲି କେନ୍ଦ୍ର ରେଳ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ 5G କାମ ଶେଷ ହେବ । ଭୁବନେଶ୍ୱର ରେଲୱେ ଷ୍ଟେସନର ନବକଳେବର ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଅବସରରେ ଏହା କହିଛନ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ରେଳ ଯାତ୍ରୀଙ୍କୁ ବିଶ୍ୱସ୍ତରୀୟ ସେବା ଯୋଗାଇବା […]

ଭୁବନେଶ୍ୱର: ଆସନ୍ତା ମାସେ ଭିତରେ ଓଡିଶାରେ ମିଳିବ ୫ଜି ସେବା । ଆସନ୍ତାବର୍ଷ ଜାନୁଆରୀ ୨୬ ପୂର୍ବରୁ ଓଡିଶାରେ ୫ଜି ସେବା ଆରମ୍ଭ ହେବ ବୋଲି କେନ୍ଦ୍ର ରେଳ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ 5G କାମ ଶେଷ ହେବ । ଭୁବନେଶ୍ୱର ରେଲୱେ ଷ୍ଟେସନର ନବକଳେବର ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଅବସରରେ ଏହା କହିଛନ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ରେଳ ଯାତ୍ରୀଙ୍କୁ ବିଶ୍ୱସ୍ତରୀୟ ସେବା ଯୋଗାଇବା ଲକ୍ଷ୍ୟରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ ପାଇଁ ୩୦୮ କୋଟିର ବ୍ୟୟବରାଦ କରାଯାଇଛି। ଯାହାକି ୨୪ ମାସ ମଧ୍ୟରେ ସରିବ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର