ରାଜଧାନୀ ଭୁବନେଶ୍ବରରେ ୭ଶହ ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ଯା , ଆଜି ଟିହ୍ନଟ ହେଲେ ଆଉ ୬୯୦ ପଜିଟିଭ୍

The Sakala Picture
Published On

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ ଏବେରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ଶହ ମୁହାଁ ହେଲାଣି। ଆଜି ୬୯୦ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୫୦ ଜଣ ଓ ସ୍ଥାନୀୟ ଅଂଚଳରୁ ୫୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ […]

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ ଏବେରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ଶହ ମୁହାଁ ହେଲାଣି। ଆଜି ୬୯୦ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୫୦ ଜଣ ଓ ସ୍ଥାନୀୟ ଅଂଚଳରୁ ୫୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮ ହଜାର ୪୯୨ରେ ପହଂଚିଛି।

ଆହୁରି ପଢ଼ନ୍ତୁ: ସୁବର୍ଣ୍ଣପୁରର ଏକ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

23 Apr 2021 By The Sakala

ରାଜଧାନୀ ଭୁବନେଶ୍ବରରେ ୭ଶହ ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ଯା , ଆଜି ଟିହ୍ନଟ ହେଲେ ଆଉ ୬୯୦ ପଜିଟିଭ୍

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବା ବେଳେ ଏବେରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ଶହ ମୁହାଁ ହେଲାଣି। ଆଜି ୬୯୦ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୫୦ ଜଣ ଓ ସ୍ଥାନୀୟ ଅଂଚଳରୁ ୫୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮ ହଜାର ୪୯୨ରେ ପହଂଚିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର