ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ

The Sakala Picture
Published On

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କୁ ନିମନ୍ତ୍ରଣ କରିଛନ୍ତି । ଭଗୱନ୍ତ ମାନଙ୍କୁ ପ୍ରୀତିରଞ୍ଜନ ଘଡ଼ାଇ ଚଣ୍ଡିଗଡ଼ରେ ସାକ୍ଷାତ କରି ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ । ଆସନ୍ତା ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ରାଉରକେଲା ଓ ଭୁବନେଶ୍ୱରରେ ହକି ବିଶ୍ବକପ୍‌ – ୨୦୨୩ ଖେଳାଯିବ । ଏଥିପାଇଁ ସବୁ […]

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କୁ ନିମନ୍ତ୍ରଣ କରିଛନ୍ତି । ଭଗୱନ୍ତ ମାନଙ୍କୁ ପ୍ରୀତିରଞ୍ଜନ ଘଡ଼ାଇ ଚଣ୍ଡିଗଡ଼ରେ ସାକ୍ଷାତ କରି ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ ।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ଆସନ୍ତା ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ରାଉରକେଲା ଓ ଭୁବନେଶ୍ୱରରେ ହକି ବିଶ୍ବକପ୍‌ – ୨୦୨୩ ଖେଳାଯିବ । ଏଥିପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ନିମନ୍ତ୍ରଣ କରୁଛନ୍ତି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ସେହିପରି ବିଶ୍ବକପ ହକି ପାଇଁ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ନିମନ୍ତ୍ରଣ ଜଣାଇଛନ୍ତି ମନ୍ତ୍ରୀ ଟୁକୁନି ସାହୁ ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

02 Jan 2023 By The Sakala

ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କୁ ନିମନ୍ତ୍ରଣ କରିଛନ୍ତି । ଭଗୱନ୍ତ ମାନଙ୍କୁ ପ୍ରୀତିରଞ୍ଜନ ଘଡ଼ାଇ ଚଣ୍ଡିଗଡ଼ରେ ସାକ୍ଷାତ କରି ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ ।

ଆସନ୍ତା ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ରାଉରକେଲା ଓ ଭୁବନେଶ୍ୱରରେ ହକି ବିଶ୍ବକପ୍‌ – ୨୦୨୩ ଖେଳାଯିବ । ଏଥିପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ନିମନ୍ତ୍ରଣ କରୁଛନ୍ତି ।

ସେହିପରି ବିଶ୍ବକପ ହକି ପାଇଁ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ନିମନ୍ତ୍ରଣ ଜଣାଇଛନ୍ତି ମନ୍ତ୍ରୀ ଟୁକୁନି ସାହୁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର