ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କୁ ମିଳିବ ଆଉ ଏକ ସୁଯୋଗ: ତିନୋଟି ସୁଯୋଗ ସରିଥିଲେ ବି ଦେଇପାରିବେ ଆଉ ଏକ ପରୀକ୍ଷା

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ସିଭିଲ ସର୍ଭିସ ବା OCS ଆଶାୟୀଙ୍କ ପାଇଁ ଆଉ ଏକ ସୁଯୋଗ । ପରୀକ୍ଷାର୍ଥୀଙ୍କୁ ଆଉ ଏକ ସୁଯୋଗ ଦେବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ତିନୋଟି ସୁଯୋଗ ସରିଥିଲେ ବି ପରୀକ୍ଷା ପାଇଁ ମିଳିବ ଆଉ ଏକ ସୁଯୋଗ । ୨୦୧୯, ୨୦୨୦ ଓ ୨୦୨୧ରେ ଦେଇଥିବା ପରୀକ୍ଷାର୍ଥୀଙ୍କୁ ମିଳିବ ଆଉ ଏକ ସୁଯୋଗ ପାଇପାରିବେ । ୨୦୨୨ରେ ପରୀକ୍ଷା ଦେଇ ପାରିନଥିବା ଆଶାୟୀଙ୍କୁ ମିଳିଲା ସୁଯୋଗ । ଏନେଇ ସର୍ବୋଚ୍ଚ ବୟସସୀମା […]

ଭୁବନେଶ୍ୱର: ଓଡ଼ିଶା ସିଭିଲ ସର୍ଭିସ ବା OCS ଆଶାୟୀଙ୍କ ପାଇଁ ଆଉ ଏକ ସୁଯୋଗ । ପରୀକ୍ଷାର୍ଥୀଙ୍କୁ ଆଉ ଏକ ସୁଯୋଗ ଦେବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ତିନୋଟି ସୁଯୋଗ ସରିଥିଲେ ବି ପରୀକ୍ଷା ପାଇଁ ମିଳିବ ଆଉ ଏକ ସୁଯୋଗ । ୨୦୧୯, ୨୦୨୦ ଓ ୨୦୨୧ରେ ଦେଇଥିବା ପରୀକ୍ଷାର୍ଥୀଙ୍କୁ ମିଳିବ ଆଉ ଏକ ସୁଯୋଗ ପାଇପାରିବେ । ୨୦୨୨ରେ ପରୀକ୍ଷା ଦେଇ ପାରିନଥିବା ଆଶାୟୀଙ୍କୁ ମିଳିଲା ସୁଯୋଗ । ଏନେଇ ସର୍ବୋଚ୍ଚ ବୟସସୀମା ଅତିକ୍ରମ କରିଥିଲେ ମଧ୍ୟ ପରୀକ୍ଷାର୍ଥୀ ଦେଇପାରିବେ ପରୀକ୍ଷା ।

ଆହୁରି ପଢ଼ନ୍ତୁ: ସର୍ବଦଳୀୟ ବୈଠକରେ ବିଜେଡିର ଆଭିମୁଖ୍ୟ ସ୍ପଷ୍ଟ: ସଂସଦରେ ଉଠିବ ରାଜ୍ୟ ସରକାରଙ୍କ ବିଫଳତା ପ୍ରସଙ୍ଗ

ପୂର୍ବରୁ ମଧ୍ୟ ରାଜ୍ୟ ସରକାର ଆଶାୟୀଙ୍କୁ ଏଭଳି ସୁଯୋଗ ଦେଇଥିଲେ । ବିଭିନ୍ନ ସମୟରେ ଆଇନରେ ପରିବର୍ତ୍ତନ ଯୋଗୁ ଏହି ସୁଯୋଗ ମିଳୁଛି । ନିକଟରେ ଓଡ଼ିଆରେ ସିଭିଲ୍ ସର୍ଭିସ ପରୀକ୍ଷା ପାଇଁ ଅନୁମତି ମିଳିଛି । ଭବିଷ୍ୟତରେ ଆଉ ଏଭଳି ସୁଯୋଗ ମିଳିବ ନାହିଁ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଂକଳ୍ପ ଜାରି କରିଛି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

02 Jan 2023 By The Sakala

ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କୁ ମିଳିବ ଆଉ ଏକ ସୁଯୋଗ: ତିନୋଟି ସୁଯୋଗ ସରିଥିଲେ ବି ଦେଇପାରିବେ ଆଉ ଏକ ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶା ସିଭିଲ ସର୍ଭିସ ବା OCS ଆଶାୟୀଙ୍କ ପାଇଁ ଆଉ ଏକ ସୁଯୋଗ । ପରୀକ୍ଷାର୍ଥୀଙ୍କୁ ଆଉ ଏକ ସୁଯୋଗ ଦେବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି । ତିନୋଟି ସୁଯୋଗ ସରିଥିଲେ ବି ପରୀକ୍ଷା ପାଇଁ ମିଳିବ ଆଉ ଏକ ସୁଯୋଗ । ୨୦୧୯, ୨୦୨୦ ଓ ୨୦୨୧ରେ ଦେଇଥିବା ପରୀକ୍ଷାର୍ଥୀଙ୍କୁ ମିଳିବ ଆଉ ଏକ ସୁଯୋଗ ପାଇପାରିବେ । ୨୦୨୨ରେ ପରୀକ୍ଷା ଦେଇ ପାରିନଥିବା ଆଶାୟୀଙ୍କୁ ମିଳିଲା ସୁଯୋଗ । ଏନେଇ ସର୍ବୋଚ୍ଚ ବୟସସୀମା ଅତିକ୍ରମ କରିଥିଲେ ମଧ୍ୟ ପରୀକ୍ଷାର୍ଥୀ ଦେଇପାରିବେ ପରୀକ୍ଷା ।

ପୂର୍ବରୁ ମଧ୍ୟ ରାଜ୍ୟ ସରକାର ଆଶାୟୀଙ୍କୁ ଏଭଳି ସୁଯୋଗ ଦେଇଥିଲେ । ବିଭିନ୍ନ ସମୟରେ ଆଇନରେ ପରିବର୍ତ୍ତନ ଯୋଗୁ ଏହି ସୁଯୋଗ ମିଳୁଛି । ନିକଟରେ ଓଡ଼ିଆରେ ସିଭିଲ୍ ସର୍ଭିସ ପରୀକ୍ଷା ପାଇଁ ଅନୁମତି ମିଳିଛି । ଭବିଷ୍ୟତରେ ଆଉ ଏଭଳି ସୁଯୋଗ ମିଳିବ ନାହିଁ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଂକଳ୍ପ ଜାରି କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର