ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ, ଫେବୃଆରୀ ୧ରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ

The Sakala Picture
Published On

ନୂଆଦିଲ୍ଲୀ: ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନ ଏପ୍ରିଲ ୬ ପର୍ଯ୍ଯନ୍ତ ଚାଲିବା ସମ୍ଭାବନା ରହିଛି। ଫେବୃଆରୀ ୧ରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ। ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧନ କରିବେ।  ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ଅଧିବେଶନରେ ନିଜର ଅଭିଭାଷଣ ରଖିବେ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ […]

ନୂଆଦିଲ୍ଲୀ: ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନ ଏପ୍ରିଲ ୬ ପର୍ଯ୍ଯନ୍ତ ଚାଲିବା ସମ୍ଭାବନା ରହିଛି। ଫେବୃଆରୀ ୧ରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ। ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧନ କରିବେ।  ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ଅଧିବେଶନରେ ନିଜର ଅଭିଭାଷଣ ରଖିବେ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ୨୦୨୨-୨୩ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ କରିବେ । ଏହାର ଦିନକ ପରେ ଅର୍ଥାତ୍ ଫେବ୍ରୁଆରୀ ୧ରେ ଅର୍ଥମନ୍ତ୍ରୀ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିବେ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

02 Jan 2023 By The Sakala

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ, ଫେବୃଆରୀ ୧ରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ

ନୂଆଦିଲ୍ଲୀ: ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନ ଏପ୍ରିଲ ୬ ପର୍ଯ୍ଯନ୍ତ ଚାଲିବା ସମ୍ଭାବନା ରହିଛି। ଫେବୃଆରୀ ୧ରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ। ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧନ କରିବେ।  ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ଅଧିବେଶନରେ ନିଜର ଅଭିଭାଷଣ ରଖିବେ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ୨୦୨୨-୨୩ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ କରିବେ । ଏହାର ଦିନକ ପରେ ଅର୍ଥାତ୍ ଫେବ୍ରୁଆରୀ ୧ରେ ଅର୍ଥମନ୍ତ୍ରୀ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିବେ ବୋଲି ଜଣାପଡ଼ିଛି।

https://www.thesakala.in/latest-odisha-news/parliaments-budget-session-to-start-from-jan-31-budget-to-be-presented-on-feb-1/article-17836
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର