ଭାରତୀୟ ହକି ଟିମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ ମିଳିବ ୧ କୋଟି ଲେଖାଏଁ ପୁରସ୍କାର

The Sakala Picture
Published On

ରାଉରକେଲା: ଭାରତୀୟ ହକି ଟିମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ ୧ କୋଟି ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଉରକେଲାରେ ଖେଳାଳିଙ୍କୁ ଭେଟିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ରାଶି ଘୋଷଣା କରିଛନ୍ତି। ଏଥିସହ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଖେଳାଳିମାନେ ଓଡିଶା ସରକାରଙ୍କୁ ପ୍ରଶଂସା କରିବା ସହ ଦେଶର ଖେଳାଳିଙ୍କ ପାଇଁ ହକି ପାଇଁ ଏକ ଇକୋସିଷ୍ଟମ ବିକାଶ ପାଇଁ […]

ରାଉରକେଲା: ଭାରତୀୟ ହକି ଟିମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ ୧ କୋଟି ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଉରକେଲାରେ ଖେଳାଳିଙ୍କୁ ଭେଟିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ରାଶି ଘୋଷଣା କରିଛନ୍ତି। ଏଥିସହ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଖେଳାଳିମାନେ ଓଡିଶା ସରକାରଙ୍କୁ ପ୍ରଶଂସା କରିବା ସହ ଦେଶର ଖେଳାଳିଙ୍କ ପାଇଁ ହକି ପାଇଁ ଏକ ଇକୋସିଷ୍ଟମ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ଆଜି ରାଉରକେଲା ଗସ୍ତ କରି ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଳିଙ୍କୁ ଭେଟିଛନ୍ତି ମୁଖ୍ୟମୁନ୍ତ୍ରୀ । ପ୍ରଥମେ ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ବିର୍ସା ମୁଣ୍ଡା ଷ୍ଟାଡିୟମ ବୁଲି ଦେଖିଲେ । ଏହାପରେ ବିଶ୍ବକପ୍ ଗ୍ରାମର ଶୁଭ ଉଦଘାଟନ କରିଥିଲେ ନବୀନ। ଏହାପରେ ଭାରତୀୟ ହକି ଟିମ୍‌କୁ ଭେଟି ତାଙ୍କ ସହ କଥା ହେଇଥିଲେ ଏବଂ ତାଙ୍କ ସହ ଫଟୋ ଉଠାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

05 Jan 2023 By The Sakala

ଭାରତୀୟ ହକି ଟିମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ ମିଳିବ ୧ କୋଟି ଲେଖାଏଁ ପୁରସ୍କାର

ରାଉରକେଲା: ଭାରତୀୟ ହକି ଟିମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ ୧ କୋଟି ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଉରକେଲାରେ ଖେଳାଳିଙ୍କୁ ଭେଟିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ରାଶି ଘୋଷଣା କରିଛନ୍ତି। ଏଥିସହ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଖେଳାଳିମାନେ ଓଡିଶା ସରକାରଙ୍କୁ ପ୍ରଶଂସା କରିବା ସହ ଦେଶର ଖେଳାଳିଙ୍କ ପାଇଁ ହକି ପାଇଁ ଏକ ଇକୋସିଷ୍ଟମ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆଜି ରାଉରକେଲା ଗସ୍ତ କରି ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଳିଙ୍କୁ ଭେଟିଛନ୍ତି ମୁଖ୍ୟମୁନ୍ତ୍ରୀ । ପ୍ରଥମେ ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ବିର୍ସା ମୁଣ୍ଡା ଷ୍ଟାଡିୟମ ବୁଲି ଦେଖିଲେ । ଏହାପରେ ବିଶ୍ବକପ୍ ଗ୍ରାମର ଶୁଭ ଉଦଘାଟନ କରିଥିଲେ ନବୀନ। ଏହାପରେ ଭାରତୀୟ ହକି ଟିମ୍‌କୁ ଭେଟି ତାଙ୍କ ସହ କଥା ହେଇଥିଲେ ଏବଂ ତାଙ୍କ ସହ ଫଟୋ ଉଠାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର