ଭିତରକନିକା ଜାତୀୟ ଉଦ୍ୟାନରେ ଚାଲିଛି ପକ୍ଷୀ ଗଣନା, ୧୭ଟି ଟିମ୍‌ ସାମିଲ

The Sakala Picture
Published On

କେନ୍ଦ୍ରାପଡା: ଭିତରକନିକା ଜାତୀୟ ଉଦ୍ୟାନରେ ଆରମ୍ଭ ହୋଇଛି ପକ୍ଷୀ ଗଣନା ଆରମ୍ଭ ହୋଇଛି । ଏଥିରେ ମୋଟ ୧୭ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରତ୍ୟେକ ଟିମ୍ ରେ ୪ରୁ୬ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ସକାଳ ୬ ଟାରୁ ଆରମ୍ଭ ହୋଇଛି ଗଣନା କାର୍ଯ୍ୟ। ରାଜନଗର, କନିକା, ଗହୀରମଥା , ମହାକାଳପଡ଼ା ଓ କୁଜଙ୍ଗର ୫ ଟି ରେଞ୍ଜରେ ହେବ ପକ୍ଷୀ ଗଣନା । ପ୍ରାଣୀ ବିଜ୍ଞାନର ୨୧ ଜଣ ଛାତ୍ରଛାତ୍ରୀଙ୍କ ସମେତ ବନବିଭାଗର କର୍ମଚାରୀମାନେ […]

କେନ୍ଦ୍ରାପଡା: ଭିତରକନିକା ଜାତୀୟ ଉଦ୍ୟାନରେ ଆରମ୍ଭ ହୋଇଛି ପକ୍ଷୀ ଗଣନା ଆରମ୍ଭ ହୋଇଛି । ଏଥିରେ ମୋଟ ୧୭ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରତ୍ୟେକ ଟିମ୍ ରେ ୪ରୁ୬ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ସକାଳ ୬ ଟାରୁ ଆରମ୍ଭ ହୋଇଛି ଗଣନା କାର୍ଯ୍ୟ। ରାଜନଗର, କନିକା, ଗହୀରମଥା , ମହାକାଳପଡ଼ା ଓ କୁଜଙ୍ଗର ୫ ଟି ରେଞ୍ଜରେ ହେବ ପକ୍ଷୀ ଗଣନା । ପ୍ରାଣୀ ବିଜ୍ଞାନର ୨୧ ଜଣ ଛାତ୍ରଛାତ୍ରୀଙ୍କ ସମେତ ବନବିଭାଗର କର୍ମଚାରୀମାନେ ଏହି ଗଣନା କାର୍ଯ୍ୟରେ ସାମିଲ ଅଛନ୍ତି । ରାଜନଗର ବନଖଣ୍ଡର ୫ଟି ରେଞ୍ଜରେ ୧୭ଟି ଟିମ୍ ସାମିଲ ହୋଇଛନ୍ତି । ପ୍ରତି ଟିମରେ ୪ରୁ ୫ ଜଣ ସଦସ୍ୟ ଅଛନ୍ତି । ରାଜନଗର, କନିକା, ଗହୀରମଥା, ମହାକାଳପଡା, କୁଜଙ୍ଗ ଗଣନା ଜାରି ରହିଛି ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ବିଦେଶାଗତ ପକ୍ଷୀ ମାନଙ୍କ କାକଳିରେ ଅଞ୍ଚଳ ଫାଟି ପଡ଼ୁଛି ଭିତରକନିକା ଜାତୀୟ ଉଦ୍ୟାନ । ପ୍ରଚଣ୍ଡ ଶୀତରୁ ରକ୍ଷା ପାଇବାକୁ ଯୋଜନ ଯୋଜନ ସାମୁଦ୍ରିକ ପଥ ଅତିକ୍ରମ କରି ରଙ୍ଗବେରଙ୍ଗର ପକ୍ଷୀମାନେ ଉଦ୍ୟାନ ସଂଲଗ୍ନ ଆର୍ଦ୍ରଭୂମି ଓ ଅନ୍ୟାନ୍ୟ ଜଳାଶ୍ରୟରେ ଖାଦ୍ୟ ସଂଗ୍ରହ କରିବା, ନୀଳ ଆକାଶରେ ଦଳ ଦଳ ହୋଇ ଉଡ଼ିବା ଲକ୍ଷ୍ୟ କରାଯାଉଛି । ଏହି ଅବସରରେ ଭିତରକନିକା ଜାତୀୟ ଉଦ୍ୟାନକୁ ଆସିଥିବା ପକ୍ଷୀମାନଙ୍କର ଗଣନା କାର୍ଯ୍ୟ କରାଯିବ ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

06 Jan 2023 By The Sakala

ଭିତରକନିକା ଜାତୀୟ ଉଦ୍ୟାନରେ ଚାଲିଛି ପକ୍ଷୀ ଗଣନା, ୧୭ଟି ଟିମ୍‌ ସାମିଲ

କେନ୍ଦ୍ରାପଡା: ଭିତରକନିକା ଜାତୀୟ ଉଦ୍ୟାନରେ ଆରମ୍ଭ ହୋଇଛି ପକ୍ଷୀ ଗଣନା ଆରମ୍ଭ ହୋଇଛି । ଏଥିରେ ମୋଟ ୧୭ଟି ଟିମ୍ ସାମିଲ ହୋଇଛନ୍ତି। ପ୍ରତ୍ୟେକ ଟିମ୍ ରେ ୪ରୁ୬ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ସକାଳ ୬ ଟାରୁ ଆରମ୍ଭ ହୋଇଛି ଗଣନା କାର୍ଯ୍ୟ। ରାଜନଗର, କନିକା, ଗହୀରମଥା , ମହାକାଳପଡ଼ା ଓ କୁଜଙ୍ଗର ୫ ଟି ରେଞ୍ଜରେ ହେବ ପକ୍ଷୀ ଗଣନା । ପ୍ରାଣୀ ବିଜ୍ଞାନର ୨୧ ଜଣ ଛାତ୍ରଛାତ୍ରୀଙ୍କ ସମେତ ବନବିଭାଗର କର୍ମଚାରୀମାନେ ଏହି ଗଣନା କାର୍ଯ୍ୟରେ ସାମିଲ ଅଛନ୍ତି । ରାଜନଗର ବନଖଣ୍ଡର ୫ଟି ରେଞ୍ଜରେ ୧୭ଟି ଟିମ୍ ସାମିଲ ହୋଇଛନ୍ତି । ପ୍ରତି ଟିମରେ ୪ରୁ ୫ ଜଣ ସଦସ୍ୟ ଅଛନ୍ତି । ରାଜନଗର, କନିକା, ଗହୀରମଥା, ମହାକାଳପଡା, କୁଜଙ୍ଗ ଗଣନା ଜାରି ରହିଛି ।

ବିଦେଶାଗତ ପକ୍ଷୀ ମାନଙ୍କ କାକଳିରେ ଅଞ୍ଚଳ ଫାଟି ପଡ଼ୁଛି ଭିତରକନିକା ଜାତୀୟ ଉଦ୍ୟାନ । ପ୍ରଚଣ୍ଡ ଶୀତରୁ ରକ୍ଷା ପାଇବାକୁ ଯୋଜନ ଯୋଜନ ସାମୁଦ୍ରିକ ପଥ ଅତିକ୍ରମ କରି ରଙ୍ଗବେରଙ୍ଗର ପକ୍ଷୀମାନେ ଉଦ୍ୟାନ ସଂଲଗ୍ନ ଆର୍ଦ୍ରଭୂମି ଓ ଅନ୍ୟାନ୍ୟ ଜଳାଶ୍ରୟରେ ଖାଦ୍ୟ ସଂଗ୍ରହ କରିବା, ନୀଳ ଆକାଶରେ ଦଳ ଦଳ ହୋଇ ଉଡ଼ିବା ଲକ୍ଷ୍ୟ କରାଯାଉଛି । ଏହି ଅବସରରେ ଭିତରକନିକା ଜାତୀୟ ଉଦ୍ୟାନକୁ ଆସିଥିବା ପକ୍ଷୀମାନଙ୍କର ଗଣନା କାର୍ଯ୍ୟ କରାଯିବ ।

https://www.thesakala.in/latest-odisha-news/bird-count-continue-in-bhitarkanika-national-park/article-17922
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର