ଭକ୍ତଙ୍କ ଉପରେ ଲାଗିଲା କଟକଣା, ମେ ୧୫ ପର୍ଯ୍ଯନ୍ତ ବନ୍ଦ ରହିବ ଶ୍ରୀମନ୍ଦିର

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ କରୋନା ସଂକ୍ରମଣ ମାମଲା ବଢ଼ିବାରେ ଲାଗିଛି। କରୋନା ମହାମାରୀ ପାଇଁ ଶ୍ରଦ୍ଧାଳୁଙ୍କ ଲାଗି ଜଗା ଦର୍ଶନ ବନ୍ଦ କରାଯାଇଛି। ମେ ୧୫ ତାରିଖ ପର୍ଯ୍ଯନ୍ତ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ନିଷ୍ପତ୍ତି ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏ ନେଇ ଶୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଆଜି ଏକ ଭର୍ଚୁଆଲ ବୈଠକ ବସିଥିଲା। […]

ଭୁବନେଶ୍ବର: ରାଜ୍ଯରେ କରୋନା ସଂକ୍ରମଣ ମାମଲା ବଢ଼ିବାରେ ଲାଗିଛି। କରୋନା ମହାମାରୀ ପାଇଁ ଶ୍ରଦ୍ଧାଳୁଙ୍କ ଲାଗି ଜଗା ଦର୍ଶନ ବନ୍ଦ କରାଯାଇଛି। ମେ ୧୫ ତାରିଖ ପର୍ଯ୍ଯନ୍ତ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ନିଷ୍ପତ୍ତି ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏ ନେଇ ଶୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରବଳ ତାତି ଓ ଗୁଳୁଗୁଳି, କାଁ ଭାଁ କାଳବୈଶାଖୀ କମାଇପାରିବନି ତାତି

ସୂଚନା ଅନୁଯାୟୀ, ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଆଜି ଏକ ଭର୍ଚୁଆଲ ବୈଠକ ବସିଥିଲା। ଏହି ବୈଠକରେ କରୋନା ସଂକ୍ରମଣ ବଢୁଥିବାରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରିବାକୁ ସେବାୟତମାନେ ପ୍ରସ୍ତାବ ଦେଇଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ବୈଠକରେ ପ୍ରସ୍ତାବ ଦେଇଥିଲେ ଛତିଶା ନିଯୋଗର ସମସ୍ତ ସେବାୟତ । ବିନାଭକ୍ତରେ ମହାପ୍ରଭୁଙ୍କ ନୀତିକାନ୍ତି ପାଇଁ ସେବାୟତମାନେ ପ୍ରସ୍ତାବ ଦେଇଥିେ । ଗତବର୍ଷ ଭଳି ସେବାୟତଙ୍କୁ କୋଭିଡ୍ କ୍ଷତିପୂରଣ ପ୍ରଦାନ ପାଇଁ ମଧ୍ଯ ଦାବି କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

24 Apr 2021 By The Sakala

ଭକ୍ତଙ୍କ ଉପରେ ଲାଗିଲା କଟକଣା, ମେ ୧୫ ପର୍ଯ୍ଯନ୍ତ ବନ୍ଦ ରହିବ ଶ୍ରୀମନ୍ଦିର

ଭୁବନେଶ୍ବର: ରାଜ୍ଯରେ କରୋନା ସଂକ୍ରମଣ ମାମଲା ବଢ଼ିବାରେ ଲାଗିଛି। କରୋନା ମହାମାରୀ ପାଇଁ ଶ୍ରଦ୍ଧାଳୁଙ୍କ ଲାଗି ଜଗା ଦର୍ଶନ ବନ୍ଦ କରାଯାଇଛି। ମେ ୧୫ ତାରିଖ ପର୍ଯ୍ଯନ୍ତ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ନିଷ୍ପତ୍ତି ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏ ନେଇ ଶୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଆଜି ଏକ ଭର୍ଚୁଆଲ ବୈଠକ ବସିଥିଲା। ଏହି ବୈଠକରେ କରୋନା ସଂକ୍ରମଣ ବଢୁଥିବାରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରିବାକୁ ସେବାୟତମାନେ ପ୍ରସ୍ତାବ ଦେଇଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ବୈଠକରେ ପ୍ରସ୍ତାବ ଦେଇଥିଲେ ଛତିଶା ନିଯୋଗର ସମସ୍ତ ସେବାୟତ । ବିନାଭକ୍ତରେ ମହାପ୍ରଭୁଙ୍କ ନୀତିକାନ୍ତି ପାଇଁ ସେବାୟତମାନେ ପ୍ରସ୍ତାବ ଦେଇଥିେ । ଗତବର୍ଷ ଭଳି ସେବାୟତଙ୍କୁ କୋଭିଡ୍ କ୍ଷତିପୂରଣ ପ୍ରଦାନ ପାଇଁ ମଧ୍ଯ ଦାବି କରାଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର