ହକି ବିଶ୍ୱକପ ଉଦ୍‌ଘାଟନୀ ଉତ୍ସବର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଡିଜିପି ସୁନୀଲ ବଂଶଲ୍

The Sakala Picture
Published On

କଟକ: ହକି ମହାକୁମ୍ଭ ଉଦଘାଟନ ନେଇ ବାରବାଟୀ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି ଡିଜିପି ସୁନୀଲ ବଂଶଲ୍। ବୁଧବାର ସନ୍ଧ୍ୟାରେ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ପ୍ରତ୍ୟେକ ବ୍ୟକ୍ତି ଆମ ପାଇଁ ମହତ୍ୟପୂର୍ଣ୍ଣ ବୋଲି କହିଛନ୍ତି ଡିଜିପି ସୁନିଲ ବଂଶଲ୍।। ବାରବାଟୀ ଭିତରେ ଏବଂ ବାହାରେ କଡା ସୁରକ୍ଷା ବ୍ୟବସ୍ଥା ରହିବ। ଭୁବନେଶ୍ୱର ରାଉରକେଲାରେ ମଧ୍ୟ ଅନୁରୂପ ସୁରକ୍ଷା ବ୍ୟବସ୍ଥା ହୋଇଛି। କେନ୍ଦ୍ରୀୟ ସୁରକ୍ଷା ବଳ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି । ଅତିଥି […]

କଟକ: ହକି ମହାକୁମ୍ଭ ଉଦଘାଟନ ନେଇ ବାରବାଟୀ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି ଡିଜିପି ସୁନୀଲ ବଂଶଲ୍। ବୁଧବାର ସନ୍ଧ୍ୟାରେ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ପ୍ରତ୍ୟେକ ବ୍ୟକ୍ତି ଆମ ପାଇଁ ମହତ୍ୟପୂର୍ଣ୍ଣ ବୋଲି କହିଛନ୍ତି ଡିଜିପି ସୁନିଲ ବଂଶଲ୍।। ବାରବାଟୀ ଭିତରେ ଏବଂ ବାହାରେ କଡା ସୁରକ୍ଷା ବ୍ୟବସ୍ଥା ରହିବ। ଭୁବନେଶ୍ୱର ରାଉରକେଲାରେ ମଧ୍ୟ ଅନୁରୂପ ସୁରକ୍ଷା ବ୍ୟବସ୍ଥା ହୋଇଛି। କେନ୍ଦ୍ରୀୟ ସୁରକ୍ଷା ବଳ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି । ଅତିଥି ଦର୍ଶକ ମାନେ କିପରି ସୃଙ୍ଖଳିତ ଭାବରେ ମ୍ୟାଚ୍ ଉପଭୋଗ କରି ଜିବେ ସେନେଇ ପୁଲିସ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର