ଆସନ୍ତାକାଲି ଠାରୁ ଆରମ୍ଭ ହେବ ହକି ବିଶ୍ୱକପ: ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ ହେବେ ୮୧ ପ୍ଲାଟୁନ ପୁଲିସ ଫୋର୍ସ

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଆରମ୍ଭ ହେବ ହକି ବିଶ୍ୱକପ । ପ୍ରଥମ ମ୍ୟାଚ କାଲି ଖେଳାଯିବ । ଏହା ପୂର୍ବରୁ ଆଜି କଳିଙ୍ଗ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ପୁଲିସ କମିଶନର । ୮୧ ପ୍ଲାଟୁନ ପୁଲିସ ଫୋର୍ସ ବିଶ୍ୱକପ ପାଇଁ ନିୟୋଜିତ ହେବେ। ଡିସିପିଙ୍କ ନେତୃତ୍ୱରେ ୧୩ ଜଣ ଅତିରିକ୍ତ ଡିସିପି, ୩୩ ଜଣ ଏସିପି, ୬୨ ଇନ୍ସପେକ୍ଟର, ୩୩୬ ସବଇନ୍ସପେକ୍ଟର ମୁତୟନ ହେବେ। ଖେଳାଳିଙ୍କ ପାଇଁ ଏୟାରପୋର୍ଟରେ ଜଣେ ଅତିରିକ୍ତ ଡିସିପି, ଦୁଇ […]

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଆରମ୍ଭ ହେବ ହକି ବିଶ୍ୱକପ । ପ୍ରଥମ ମ୍ୟାଚ କାଲି ଖେଳାଯିବ । ଏହା ପୂର୍ବରୁ ଆଜି କଳିଙ୍ଗ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ପୁଲିସ କମିଶନର । ୮୧ ପ୍ଲାଟୁନ ପୁଲିସ ଫୋର୍ସ ବିଶ୍ୱକପ ପାଇଁ ନିୟୋଜିତ ହେବେ। ଡିସିପିଙ୍କ ନେତୃତ୍ୱରେ ୧୩ ଜଣ ଅତିରିକ୍ତ ଡିସିପି, ୩୩ ଜଣ ଏସିପି, ୬୨ ଇନ୍ସପେକ୍ଟର, ୩୩୬ ସବଇନ୍ସପେକ୍ଟର ମୁତୟନ ହେବେ।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ଖେଳାଳିଙ୍କ ପାଇଁ ଏୟାରପୋର୍ଟରେ ଜଣେ ଅତିରିକ୍ତ ଡିସିପି, ଦୁଇ ଜଣ ଏସିପି, ୪ ଜଣ ଇନ୍ସପେକ୍ଟର ଓ ୧୦୩ ଜଣ ପୁଲିସ କର୍ମଚାରୀମାନେ ନିୟୋଜିତ ହେବେ। ହୋଟେଲ ଦାୟିତ୍ୱରେ ୩ ଜଣ ଅତିରିକ୍ତ ଡିସିପି, ୯ ଏସିପି, ୯ ଇନ୍ସପେକ୍ଟର ଓ ସମୁଦାୟ ୧୮ ପ୍ଲାଟୁନ ଫୋର୍ସ ମୁତୟନ ହେବେ। କଳିଙ୍ଗ ଷ୍ଟାଡିୟମରେ ନିୟୋଜିତ ହେବେ ୬ ଅତିରିକ୍ତ ଡିସିପି, ୧୪ ଏସିପି, ୩୧ ଇନ୍ସପେକ୍ଟର ଓ ୨୩ ପ୍ଲାଟୁନ ଫୋର୍ସ । ଏହା ସହ ଓଡ୍ରାଫ, ଅଗ୍ନିଶମର ଟିମ ରହିବ। ଏହା ସହ ଟ୍ରାଫିକ ଦାୟିତ୍ବ ରେ ୩ ଜଣ ଏସିପି, ୬ ଜଣ ଇନ୍ସପେକ୍ଟର ଓ ୧୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ ।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

ରାଜଧାନୀରେ ହେବାକୁ ଥିବା ଡଟ୍ ଫେଷ୍ଟ ପାଇଁ ବ୍ୟବସ୍ଥା କରାଯାଇଛି । ଉତ୍ତମ ଆତିଥେୟତା ଉପରେ ନଜର ଦେବାକୁ ପୁଲିସକୁ ପରାମର୍ଶ ଦିଆଯାଇଛି। ହକି ଡ୍ୟୁଟିରେ ଥିବା ପୁଲିସ ପୋଷାକରେ ସ୍ୱତନ୍ତ୍ର ଲୋଗୋ ରହିବ । ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରେସମିଟ୍ କରି ଏନେଇ ସୂଚନା ଦେଇଛନ୍ତି । ଏହି ଅବସରରେ ହକି ସମ୍ବନ୍ଧୀୟ ଡିଜିଟାଲ ବୁକଲେଟର ଶୁଭାରମ୍ଭ କରାଯାଇଛି । ଦର୍ଶକଙ୍କ ପାଇଁ ସୁବିଧା ହେବ।

ଆହୁରି ପଢ଼ନ୍ତୁ: ଆଜି ଶଙ୍ଖ ଭବନରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ; ପରାଜିତ ନେତାଙ୍କ ସହ କଥା ହେବେ ନବୀନ

12 Jan 2023 By The Sakala

ଆସନ୍ତାକାଲି ଠାରୁ ଆରମ୍ଭ ହେବ ହକି ବିଶ୍ୱକପ: ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ ହେବେ ୮୧ ପ୍ଲାଟୁନ ପୁଲିସ ଫୋର୍ସ

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଆରମ୍ଭ ହେବ ହକି ବିଶ୍ୱକପ । ପ୍ରଥମ ମ୍ୟାଚ କାଲି ଖେଳାଯିବ । ଏହା ପୂର୍ବରୁ ଆଜି କଳିଙ୍ଗ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ପୁଲିସ କମିଶନର । ୮୧ ପ୍ଲାଟୁନ ପୁଲିସ ଫୋର୍ସ ବିଶ୍ୱକପ ପାଇଁ ନିୟୋଜିତ ହେବେ। ଡିସିପିଙ୍କ ନେତୃତ୍ୱରେ ୧୩ ଜଣ ଅତିରିକ୍ତ ଡିସିପି, ୩୩ ଜଣ ଏସିପି, ୬୨ ଇନ୍ସପେକ୍ଟର, ୩୩୬ ସବଇନ୍ସପେକ୍ଟର ମୁତୟନ ହେବେ।

ଖେଳାଳିଙ୍କ ପାଇଁ ଏୟାରପୋର୍ଟରେ ଜଣେ ଅତିରିକ୍ତ ଡିସିପି, ଦୁଇ ଜଣ ଏସିପି, ୪ ଜଣ ଇନ୍ସପେକ୍ଟର ଓ ୧୦୩ ଜଣ ପୁଲିସ କର୍ମଚାରୀମାନେ ନିୟୋଜିତ ହେବେ। ହୋଟେଲ ଦାୟିତ୍ୱରେ ୩ ଜଣ ଅତିରିକ୍ତ ଡିସିପି, ୯ ଏସିପି, ୯ ଇନ୍ସପେକ୍ଟର ଓ ସମୁଦାୟ ୧୮ ପ୍ଲାଟୁନ ଫୋର୍ସ ମୁତୟନ ହେବେ। କଳିଙ୍ଗ ଷ୍ଟାଡିୟମରେ ନିୟୋଜିତ ହେବେ ୬ ଅତିରିକ୍ତ ଡିସିପି, ୧୪ ଏସିପି, ୩୧ ଇନ୍ସପେକ୍ଟର ଓ ୨୩ ପ୍ଲାଟୁନ ଫୋର୍ସ । ଏହା ସହ ଓଡ୍ରାଫ, ଅଗ୍ନିଶମର ଟିମ ରହିବ। ଏହା ସହ ଟ୍ରାଫିକ ଦାୟିତ୍ବ ରେ ୩ ଜଣ ଏସିପି, ୬ ଜଣ ଇନ୍ସପେକ୍ଟର ଓ ୧୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ ।

ରାଜଧାନୀରେ ହେବାକୁ ଥିବା ଡଟ୍ ଫେଷ୍ଟ ପାଇଁ ବ୍ୟବସ୍ଥା କରାଯାଇଛି । ଉତ୍ତମ ଆତିଥେୟତା ଉପରେ ନଜର ଦେବାକୁ ପୁଲିସକୁ ପରାମର୍ଶ ଦିଆଯାଇଛି। ହକି ଡ୍ୟୁଟିରେ ଥିବା ପୁଲିସ ପୋଷାକରେ ସ୍ୱତନ୍ତ୍ର ଲୋଗୋ ରହିବ । ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରେସମିଟ୍ କରି ଏନେଇ ସୂଚନା ଦେଇଛନ୍ତି । ଏହି ଅବସରରେ ହକି ସମ୍ବନ୍ଧୀୟ ଡିଜିଟାଲ ବୁକଲେଟର ଶୁଭାରମ୍ଭ କରାଯାଇଛି । ଦର୍ଶକଙ୍କ ପାଇଁ ସୁବିଧା ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର