କୁହୁଡ଼ି ପାଇଁ ଆଜି ରାତି ଓ କାଲି ସକାଳ ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ବଢିବ ରାତ୍ରି ତାପମାତ୍ରା କମିବ ଶୀତ। ଉଷ୍ମ-ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ସହ ଆଗାମୀ ୨ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବା ସହ ଶୀତ ପ୍ରକୋପ କମିବାର ସମ୍ଭାବନା ରହିଛି । ହେଲେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନକୁହୁଡି ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ରାତି ଓ କାଲି ସକାଳ ପାଇଁ ୬ ଜିଲ୍ଲାକୁ […]

ଭୁବନେଶ୍ବର: ରାଜ୍ୟରେ ବଢିବ ରାତ୍ରି ତାପମାତ୍ରା କମିବ ଶୀତ। ଉଷ୍ମ-ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ସହ ଆଗାମୀ ୨ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବା ସହ ଶୀତ ପ୍ରକୋପ କମିବାର ସମ୍ଭାବନା ରହିଛି । ହେଲେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନକୁହୁଡି ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ରାତି ଓ କାଲି ସକାଳ ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ୬ ଜିଲ୍ଲାଗୁଡିକ ହେଲା ଅନୁଗୁଳ, ଢେଙ୍କାନାଳ,କଟକ, କେନ୍ଦୁଝର, ଯାଜପୁର ଓ  ଖୋର୍ଦ୍ଧା । ଏହି ସବୁ ଜିଲ୍ଲାରେ ଘନକୁହୁଡି ଅନୁଭୂତ ଅଞ୍ଚଳରେ ଦୃଶ୍ୟମାନ ଦୂରତା ୨୦୦ରୁ ୫୦ ମିଟର ଭିତରେ ରହିବେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

12 Jan 2023 By The Sakala

କୁହୁଡ଼ି ପାଇଁ ଆଜି ରାତି ଓ କାଲି ସକାଳ ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର: ରାଜ୍ୟରେ ବଢିବ ରାତ୍ରି ତାପମାତ୍ରା କମିବ ଶୀତ। ଉଷ୍ମ-ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ସହ ଆଗାମୀ ୨ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବା ସହ ଶୀତ ପ୍ରକୋପ କମିବାର ସମ୍ଭାବନା ରହିଛି । ହେଲେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନକୁହୁଡି ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ରାତି ଓ କାଲି ସକାଳ ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ୬ ଜିଲ୍ଲାଗୁଡିକ ହେଲା ଅନୁଗୁଳ, ଢେଙ୍କାନାଳ,କଟକ, କେନ୍ଦୁଝର, ଯାଜପୁର ଓ  ଖୋର୍ଦ୍ଧା । ଏହି ସବୁ ଜିଲ୍ଲାରେ ଘନକୁହୁଡି ଅନୁଭୂତ ଅଞ୍ଚଳରେ ଦୃଶ୍ୟମାନ ଦୂରତା ୨୦୦ରୁ ୫୦ ମିଟର ଭିତରେ ରହିବେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର