ଆଜି ହକି ବିଶ୍ୱକପର ଦ୍ଵିତୀୟ ଦିନ, ଖେଳାଯିବ ୪ଟି ମ୍ୟାଚ୍

The Sakala Picture
Published On

ଭୁବନେଶ୍ୱର: ଆଜି ହକି ବିଶ୍ୱକପର ଦ୍ଵିତୀୟ ଦିନରେ ପ୍ରଥମେ ମୁହାଁମୁହିଁ ହେବେ ନ୍ୟୁଜିଲାଣ୍ଡ ଓ ଚିଲି । ଦିନ ଗୋଟାଏରେ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ମ୍ୟାଚ ହେବ । ଏହି ମ୍ୟାଚ ପରେ ଦିନ ୩ଟାରେ ନେଦରଲ୍ୟାଣ୍ଡ୍ସ ଓ ମାଲେସିଆ ମଧ୍ୟରେ ମ୍ୟାଚ ହେବ । ଏହି ମ୍ୟାଚଟି ମଧ୍ୟ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ । ଆଜି ରାଉରକେଲାରେ ଏହି ଦୁଇଟି ମ୍ୟାଚ ପରେ ସଂଧ୍ୟା ୫ଟାରେ ବେଲଜିୟମ ଓ କୋରିଆ […]

ଭୁବନେଶ୍ୱର: ଆଜି ହକି ବିଶ୍ୱକପର ଦ୍ଵିତୀୟ ଦିନରେ ପ୍ରଥମେ ମୁହାଁମୁହିଁ ହେବେ ନ୍ୟୁଜିଲାଣ୍ଡ ଓ ଚିଲି । ଦିନ ଗୋଟାଏରେ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ମ୍ୟାଚ ହେବ । ଏହି ମ୍ୟାଚ ପରେ ଦିନ ୩ଟାରେ ନେଦରଲ୍ୟାଣ୍ଡ୍ସ ଓ ମାଲେସିଆ ମଧ୍ୟରେ ମ୍ୟାଚ ହେବ । ଏହି ମ୍ୟାଚଟି ମଧ୍ୟ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ।

ଆହୁରି ପଢ଼ନ୍ତୁ: ବାର୍ଷିକ ରିଭିଜନରେ ଓଡ଼ିଶାର ୧୦ ଲକ୍ଷ ଭୋଟରଙ୍କ ନାମ ବାଦ୍‌; ନିର୍ବାଚନ କମିସନଙ୍କ କାର୍ଯ୍ୟକୁ ନେଇ ବିଜେଡିର ସନ୍ଦେହ

ଆଜି ରାଉରକେଲାରେ ଏହି ଦୁଇଟି ମ୍ୟାଚ ପରେ ସଂଧ୍ୟା ୫ଟାରେ ବେଲଜିୟମ ଓ କୋରିଆ ମଧ୍ୟରେ ଟକ୍କର ହେବ । ସେହିପରି ସଂଧ୍ୟା ୭ଟାରେ ଜର୍ମାନୀ ଓ ଜାପାନ ମଧ୍ୟରେ ଟକ୍କର ହେବ । ଏହି ଦୁଇଟି ମ୍ୟାଚ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ । ବେଲଜିୟମ, କୋରିଆ, ଜର୍ମାନୀ ଓ ଜାପାନ ପୁଲ `ବି’ରେ ଥିବା ବେଳେ ନ୍ୟୁଜିଲାଣ୍ଡ, ଚିଲି, ନେଦରଲ୍ୟାଣ୍ଡ୍ସ, ମାଲେସିଆ ପୁଲ୍ `ସି’ରେ ଅଛନ୍ତି ।

ଆହୁରି ପଢ଼ନ୍ତୁ: ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା ଘଟଣା: ଜାମସେଦପୁରରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କଲା ପୋଲିସ

14 Jan 2023 By The Sakala

ଆଜି ହକି ବିଶ୍ୱକପର ଦ୍ଵିତୀୟ ଦିନ, ଖେଳାଯିବ ୪ଟି ମ୍ୟାଚ୍

ଭୁବନେଶ୍ୱର: ଆଜି ହକି ବିଶ୍ୱକପର ଦ୍ଵିତୀୟ ଦିନରେ ପ୍ରଥମେ ମୁହାଁମୁହିଁ ହେବେ ନ୍ୟୁଜିଲାଣ୍ଡ ଓ ଚିଲି । ଦିନ ଗୋଟାଏରେ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ମ୍ୟାଚ ହେବ । ଏହି ମ୍ୟାଚ ପରେ ଦିନ ୩ଟାରେ ନେଦରଲ୍ୟାଣ୍ଡ୍ସ ଓ ମାଲେସିଆ ମଧ୍ୟରେ ମ୍ୟାଚ ହେବ । ଏହି ମ୍ୟାଚଟି ମଧ୍ୟ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ।

ଆଜି ରାଉରକେଲାରେ ଏହି ଦୁଇଟି ମ୍ୟାଚ ପରେ ସଂଧ୍ୟା ୫ଟାରେ ବେଲଜିୟମ ଓ କୋରିଆ ମଧ୍ୟରେ ଟକ୍କର ହେବ । ସେହିପରି ସଂଧ୍ୟା ୭ଟାରେ ଜର୍ମାନୀ ଓ ଜାପାନ ମଧ୍ୟରେ ଟକ୍କର ହେବ । ଏହି ଦୁଇଟି ମ୍ୟାଚ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ । ବେଲଜିୟମ, କୋରିଆ, ଜର୍ମାନୀ ଓ ଜାପାନ ପୁଲ `ବି’ରେ ଥିବା ବେଳେ ନ୍ୟୁଜିଲାଣ୍ଡ, ଚିଲି, ନେଦରଲ୍ୟାଣ୍ଡ୍ସ, ମାଲେସିଆ ପୁଲ୍ `ସି’ରେ ଅଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର