ରାଜଧାନୀ ଭୁବନେଶ୍ବରରେ ଆଜି ଟିହ୍ନଟ ହେଲେ ଆଉ ୬୮୩ ପଜିଟିଭ୍
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ବରରୁ ଆଜି ୬୮୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୦୭ ଜଣ ଓ ସ୍ଥାନୀୟ ଅଂଚଳରୁ ୫୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୯୨୦ ରେ ପହଂଚିଛି। […]
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ବରରୁ ଆଜି ୬୮୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୦୭ ଜଣ ଓ ସ୍ଥାନୀୟ ଅଂଚଳରୁ ୫୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୯୨୦ ରେ ପହଂଚିଛି।
Update on newly detected #COVID19 cases in the last
24 hrs under the BMC area on 25th Apr (till 9am). pic.twitter.com/vdkoWhU5bHଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା— BMC (@bmcbbsr) April 25, 2021
ରାଜଧାନୀ ଭୁବନେଶ୍ବରରେ ଆଜି ଟିହ୍ନଟ ହେଲେ ଆଉ ୬୮୩ ପଜିଟିଭ୍
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ବରରୁ ଆଜି ୬୮୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୦୭ ଜଣ ଓ ସ୍ଥାନୀୟ ଅଂଚଳରୁ ୫୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ହଜାର ୯୨୦ ରେ ପହଂଚିଛି।
Update on newly detected #COVID19 cases in the last
24 hrs under the BMC area on 25th Apr (till 9am). pic.twitter.com/vdkoWhU5bH— BMC (@bmcbbsr) April 25, 2021