ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

The Sakala Picture
Published On

ଭୁବନେଶ୍ବର: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼। ନବ ଦାସଙ୍କ ଦେହରେ ବାଜିଛି ଗୁଳି।  ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଗୁଳିମାଡ କରିଛନ୍ତି ଦୁର୍ବୃତ୍ତ । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିବା ସୂଚନା । ୩ ଜଣ ଦୁର୍ବୃତ୍ତ ଅତର୍କିକ ଗୁଳିମାଡ କରିଥିଲେ। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଛି। ଗୁଳିମାଡ ପରେ ସେ ଅଚେତ ହୋଇପଡିଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଅବସ୍ଥା ଗୁରୁତର ରହିଛି। […]

ଭୁବନେଶ୍ବର: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼। ନବ ଦାସଙ୍କ ଦେହରେ ବାଜିଛି ଗୁଳି।  ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଗୁଳିମାଡ କରିଛନ୍ତି ଦୁର୍ବୃତ୍ତ । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିବା ସୂଚନା । ୩ ଜଣ ଦୁର୍ବୃତ୍ତ ଅତର୍କିକ ଗୁଳିମାଡ କରିଥିଲେ। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଛି। ଗୁଳିମାଡ ପରେ ସେ ଅଚେତ ହୋଇପଡିଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଅବସ୍ଥା ଗୁରୁତର ରହିଛି। କିଏ ଓ କାହିଁକି ଗୁଳିମାଡ କରିଛି ଏ ନେଇ ପୁଲିସ ତଦନ୍ତ ଆରମ୍ଭ କରିଦେଇଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

29 Jan 2023 By The Sakala

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭୁବନେଶ୍ବର: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼। ନବ ଦାସଙ୍କ ଦେହରେ ବାଜିଛି ଗୁଳି।  ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଗୁଳିମାଡ କରିଛନ୍ତି ଦୁର୍ବୃତ୍ତ । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିବା ସୂଚନା । ୩ ଜଣ ଦୁର୍ବୃତ୍ତ ଅତର୍କିକ ଗୁଳିମାଡ କରିଥିଲେ। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଛି। ଗୁଳିମାଡ ପରେ ସେ ଅଚେତ ହୋଇପଡିଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଅବସ୍ଥା ଗୁରୁତର ରହିଛି। କିଏ ଓ କାହିଁକି ଗୁଳିମାଡ କରିଛି ଏ ନେଇ ପୁଲିସ ତଦନ୍ତ ଆରମ୍ଭ କରିଦେଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର