ଏୟାରଲିଫ୍ଟ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ
ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଏୟାରଲିଫ୍ଟ କରାଯାଇଛି। ଭୁବନେଶ୍ୱରର ଆପୋଲୋ ହସ୍ପିଟାଲକୁ ଅଣାଯାଉଛି। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଥିବାରୁ ଅଧିକ ଚିକିତ୍ସା ପାଇଁ ଝାରସୁଗୁଡା ହସ୍ପିଟାଲରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରକୁ ଅଣାଯାଉଛି। ଭୁବନେଶ୍ବର ବିମାନ ବନ୍ଦରରରୁ ସ୍ବତନ୍ତ୍ର ଗ୍ରୀନ କରିଡର ବ୍ୟବସ୍ଥା କରାଯାଇଛି। ଏପଟେ ଆପୋଲରେ ଡାକ୍ତରୀ ଟିମ ସମ୍ପୂର୍ଣ୍ଣ ସଜାଗ ହୋଇ ରହିଛି। ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପୁଲିସ କର୍ମୀ ଗୁଳିମାଡ କରିଛନ୍ତି । ଗୁଳିମାଡ ନେଇ ଏସଡିପିଓ ସ୍ପଷ୍ଟ କରିଛନ୍ତି । ବ୍ରଜରାଜନଗର ଏସଡିପିଓ କହିଥିଲେ […]
ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଏୟାରଲିଫ୍ଟ କରାଯାଇଛି। ଭୁବନେଶ୍ୱରର ଆପୋଲୋ ହସ୍ପିଟାଲକୁ ଅଣାଯାଉଛି। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଥିବାରୁ ଅଧିକ ଚିକିତ୍ସା ପାଇଁ ଝାରସୁଗୁଡା ହସ୍ପିଟାଲରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରକୁ ଅଣାଯାଉଛି। ଭୁବନେଶ୍ବର ବିମାନ ବନ୍ଦରରରୁ ସ୍ବତନ୍ତ୍ର ଗ୍ରୀନ କରିଡର ବ୍ୟବସ୍ଥା କରାଯାଇଛି। ଏପଟେ ଆପୋଲରେ ଡାକ୍ତରୀ ଟିମ ସମ୍ପୂର୍ଣ୍ଣ ସଜାଗ ହୋଇ ରହିଛି।
ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପୁଲିସ କର୍ମୀ ଗୁଳିମାଡ କରିଛନ୍ତି । ଗୁଳିମାଡ ନେଇ ଏସଡିପିଓ ସ୍ପଷ୍ଟ କରିଛନ୍ତି । ବ୍ରଜରାଜନଗର ଏସଡିପିଓ କହିଥିଲେ ଯେ, ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି। କିନ୍ତୁ କାହିଁକି ମନ୍ତ୍ରୀଙ୍କୁ ଗୁଳିମାଡ କଲା ତାହା ଜଣାପଡିନାହିଁ ।
ସୂଚନା ଅନୁଯାୟୀ, ନବ ଦାସ ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଏହି ଗୁଳିମାଡ ହୋଇଥିଲା । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିଲା। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଥିଲା। ଗୁଳିମାଡ ପରେ ସେ ଅଚେତ ହୋଇପଡିଥିଲେ। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ରହିଛି। ତାଙ୍କ ଅବସ୍ଥା ଗରୁତର ରହିଥିବାରୁ ଅଧିକ ଚିକିତ୍ସା ପାଇଁ ଝାରସୁଗୁଡାରୁ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଉଛି।