ମନୋରଞ୍ଜନ
ଓଡ଼ିଶା
ରାଜଧାନୀ ଭୁବନେଶ୍ବରରେ ଆଜି ଟିହ୍ନଟ ହଲେ ଆଉ ୭୭୩ କରୋନା ପଜିଟିଭ୍
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୭ଶହ ପାର କିରିଛି। ଭୁବନେଶ୍ବରରୁ ଆଜି ୭୭୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୪୦ ଜଣ ଓ ସ୍ଥାନୀୟ ଅଂଚଳରୁ ୬୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ […]
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୭ଶହ ପାର କିରିଛି। ଭୁବନେଶ୍ବରରୁ ଆଜି ୭୭୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୪୦ ଜଣ ଓ ସ୍ଥାନୀୟ ଅଂଚଳରୁ ୬୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ହଜାର ୪୦୧ ରେ ପହଂଚିଛି।
Update on newly detected #COVID19 cases in the last
24 hrs under the BMC area on 27th Apr (till 9am). pic.twitter.com/OoW29ZpqOSଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍ମେଣ୍ଟ: ଓସେପା— BMC (@bmcbbsr) April 27, 2021
ଆହୁରି ପଢ଼ନ୍ତୁ: ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ଜଣ ଆହତ
ପଟିଆ ଅଞ୍ଚଳରୁ ସର୍ବାଧିକ ୫୯ ଜଣ ଆକ୍ରାନ୍ତ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି।
ରାଜଧାନୀ ଭୁବନେଶ୍ବରରେ ଆଜି ଟିହ୍ନଟ ହଲେ ଆଉ ୭୭୩ କରୋନା ପଜିଟିଭ୍
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୭ଶହ ପାର କିରିଛି। ଭୁବନେଶ୍ବରରୁ ଆଜି ୭୭୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୪୦ ଜଣ ଓ ସ୍ଥାନୀୟ ଅଂଚଳରୁ ୬୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ହଜାର ୪୦୧ ରେ ପହଂଚିଛି।
Update on newly detected #COVID19 cases in the last
24 hrs under the BMC area on 27th Apr (till 9am). pic.twitter.com/OoW29ZpqOS— BMC (@bmcbbsr) April 27, 2021
ପଟିଆ ଅଞ୍ଚଳରୁ ସର୍ବାଧିକ ୫୯ ଜଣ ଆକ୍ରାନ୍ତ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି।