ଫେବୃଆରୀ ୨୪ରେ ଆଗତ ହେବ ରାଜ୍ୟ ବଜେଟ

The Sakala Picture
Published On

ଭୁବନେଶ୍ୱର : ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାରେ ବଜେଟ ଅଧିବେଶନ। ଏହି  ଅଧିବେଶନ ଏପ୍ରିଲ ୬ ପର୍ଯ୍ଯନ୍ତ ଚାଲିବ । ଏହାରି ମଧ୍ୟରେ ଫେବ୍ରୁଆରୀ ୨୪ରେ ଆଗତ ହେବ ରାଜ୍ୟ ବଜେଟ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ ଉପସ୍ଥାପନ କରିବେ । ସୂଚନା ଅନୁଯାୟୀ, ଏହା ଦୁଇଟି ପର୍ଯ୍ଯାୟରେ ଚାଲିବ ବଜେଟ ଅଧିବେଶନ। ଫେବୃଆରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ଯାୟ ଚାଲିବ। ପୁଣି ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଏ ୬ […]

ଭୁବନେଶ୍ୱର : ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାରେ ବଜେଟ ଅଧିବେଶନ। ଏହି  ଅଧିବେଶନ ଏପ୍ରିଲ ୬ ପର୍ଯ୍ଯନ୍ତ ଚାଲିବ । ଏହାରି ମଧ୍ୟରେ ଫେବ୍ରୁଆରୀ ୨୪ରେ ଆଗତ ହେବ ରାଜ୍ୟ ବଜେଟ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ ଉପସ୍ଥାପନ କରିବେ ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବେତନଟୀ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତି ଗିରଫ

ସୂଚନା ଅନୁଯାୟୀ, ଏହା ଦୁଇଟି ପର୍ଯ୍ଯାୟରେ ଚାଲିବ ବଜେଟ ଅଧିବେଶନ। ଫେବୃଆରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ଯାୟ ଚାଲିବ। ପୁଣି ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଏ ୬ ତାରିଖ ଯାଏ ଦ୍ବିତୀୟ ପର୍ଯ୍ଯାୟ ଚାଲିବ। ଏହାରି ମଧ୍ୟରେ ଫେବୃଆରୀ ୨୪ରେ ବିଧାନସଭାରେ ଆଗତ ହେବ ରାଜ୍ୟ ବଜେଟ୍‌ ।

ଆହୁରି ପଢ଼ନ୍ତୁ: ଲାଞ୍ଜିଗଡ଼ରେ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି ବେଦାନ୍ତ ଆଲୁମିନିୟମ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର