UPSC କୋଚିଂ ଦେବ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ, ପ୍ରବେଶିକା ପରୀକ୍ଷା ମାଧ୍ଯମରେ ୨୦୦ ଆଶାୟୀଙ୍କୁ କରାଯିବ ଚୟନ

The Sakala Picture
Published On

ଭୁବନେଶ୍ବର: ପୁଣି ଥରେ UPSC କୋଚିଂ ଦେବ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ। ୨୦୦ ଆଶାୟୀଙ୍କୁ ଚୟନ କରି କୋଚିଂ ଦିଆଯିବ। ରହିବା ସୁବିଧା ମଧ୍ୟ ରହିବ। ପ୍ରବେଶିକା ପରୀକ୍ଷା ମାଧ୍ୟମରେ ଆଶାୟୀଙ୍କୁ ଚୟନ କରାଯିବ। ଫେବୃଆରୀ ୨୬ରେ ହେବ ଏହି Entrance test। ଏନେଇ ସାମ୍ସ ପୋର୍ଟାଲରେ module develope କରିବାକୁ ଉଚ୍ଚ ଶିକ୍ଷା ବିଭାଗ OCAC କୁ ଚିଠି ଲେଖିଛି। ସୂଚନା ଅନୁଯାୟୀ, ପୂର୍ବରୁ ଦୁଇ ଦୁଇ ଥର ଏଭଳି କୋଚିଂ ବ୍ୟବସ୍ଥା ଆରମ୍ଭ […]

ଭୁବନେଶ୍ବର: ପୁଣି ଥରେ UPSC କୋଚିଂ ଦେବ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ। ୨୦୦ ଆଶାୟୀଙ୍କୁ ଚୟନ କରି କୋଚିଂ ଦିଆଯିବ। ରହିବା ସୁବିଧା ମଧ୍ୟ ରହିବ। ପ୍ରବେଶିକା ପରୀକ୍ଷା ମାଧ୍ୟମରେ ଆଶାୟୀଙ୍କୁ ଚୟନ କରାଯିବ। ଫେବୃଆରୀ ୨୬ରେ ହେବ ଏହି Entrance test। ଏନେଇ ସାମ୍ସ ପୋର୍ଟାଲରେ module develope କରିବାକୁ ଉଚ୍ଚ ଶିକ୍ଷା ବିଭାଗ OCAC କୁ ଚିଠି ଲେଖିଛି।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସୂଚନା ଅନୁଯାୟୀ, ପୂର୍ବରୁ ଦୁଇ ଦୁଇ ଥର ଏଭଳି କୋଚିଂ ବ୍ୟବସ୍ଥା ଆରମ୍ଭ କରାଯାଇଥିଲା କିନ୍ତୁ ତାହା ସଫଳ ହୋଇନି। ଓଡ଼ିଆଙ୍କ ପ୍ରଦର୍ଶନ UPSC ରେ ଦିନକୁ ଦିନ ହ୍ରାସ ପାଉଥିବାରୁ ବିଭାଗ ଏଭଳି ପଦକ୍ଷେପ ନେଉଛି କିନ୍ତୁ ଏଯାଏ ସୁଫଳ ମିଳୁନି।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର