‘ମୋ ସରକାର’ ଅଧିନକୁ ଗଲା ଆଉଟ୍ ସୋର୍ସିଂ ସଂସ୍ଥା, ଠିକ୍ ସମୟରେ କର୍ମଚାରୀଙ୍କ ଦରମା ଦେବାକୁ ସଂପୃକ୍ତ ସଂସ୍ଥାକୁ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର : ମୋ ସରକାର ଅଧିନକୁ ଗଲା ଆଉଟ୍ ସୋର୍ସିଂ ସଂସ୍ଥା । ଫଳରେ ଆଉଟ୍ ସୋର୍ସିଂ କର୍ମଚାରୀଙ୍କ ଉପରେ ମନ ଇଚ୍ଛା ନିର୍ଦ୍ଦେଶ ଜାରି କରି ପାରିବେନି ସଂପୃକ୍ତ ସଂସ୍ଥା । କାମ କରୁଥିବା ସଂସ୍ଥା ଠିକ୍ ସମୟରେ ଦରମା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ନଦେଲେ ସଂପୃକ୍ତ ସଂସ୍ଥାକୁ ଆଉଟ୍ ସୋର୍ସିଂରୁ ବାଦ୍ ଦିଆଯିବା ସହ କଳା ତାଲିକା ଭୁକ୍ତ କରାଯିବ। କେବଳ ସେତିକି ନୁହେଁ ଯେଉଁ ଆଉଟ୍ ସୋର୍ସିଂ ଠିକ୍ ସମୟରେ ଦରମା, […]

ଭୁବନେଶ୍ବର : ମୋ ସରକାର ଅଧିନକୁ ଗଲା ଆଉଟ୍ ସୋର୍ସିଂ ସଂସ୍ଥା । ଫଳରେ ଆଉଟ୍ ସୋର୍ସିଂ କର୍ମଚାରୀଙ୍କ ଉପରେ ମନ ଇଚ୍ଛା ନିର୍ଦ୍ଦେଶ ଜାରି କରି ପାରିବେନି ସଂପୃକ୍ତ ସଂସ୍ଥା । କାମ କରୁଥିବା ସଂସ୍ଥା ଠିକ୍ ସମୟରେ ଦରମା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ନଦେଲେ ସଂପୃକ୍ତ ସଂସ୍ଥାକୁ ଆଉଟ୍ ସୋର୍ସିଂରୁ ବାଦ୍ ଦିଆଯିବା ସହ କଳା ତାଲିକା ଭୁକ୍ତ କରାଯିବ। କେବଳ ସେତିକି ନୁହେଁ ଯେଉଁ ଆଉଟ୍ ସୋର୍ସିଂ ଠିକ୍ ସମୟରେ ଦରମା, ଇଏସଆଇ ଓ ଇପିଏଫ ଦେଉଥିଲେ ସେମାନଙ୍କୁ ପୁରସ୍କୃତ କରାଯିବ। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

07 Feb 2023 By The Sakala

‘ମୋ ସରକାର’ ଅଧିନକୁ ଗଲା ଆଉଟ୍ ସୋର୍ସିଂ ସଂସ୍ଥା, ଠିକ୍ ସମୟରେ କର୍ମଚାରୀଙ୍କ ଦରମା ଦେବାକୁ ସଂପୃକ୍ତ ସଂସ୍ଥାକୁ ନିର୍ଦ୍ଦେଶ

ଭୁବନେଶ୍ବର : ମୋ ସରକାର ଅଧିନକୁ ଗଲା ଆଉଟ୍ ସୋର୍ସିଂ ସଂସ୍ଥା । ଫଳରେ ଆଉଟ୍ ସୋର୍ସିଂ କର୍ମଚାରୀଙ୍କ ଉପରେ ମନ ଇଚ୍ଛା ନିର୍ଦ୍ଦେଶ ଜାରି କରି ପାରିବେନି ସଂପୃକ୍ତ ସଂସ୍ଥା । କାମ କରୁଥିବା ସଂସ୍ଥା ଠିକ୍ ସମୟରେ ଦରମା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ନଦେଲେ ସଂପୃକ୍ତ ସଂସ୍ଥାକୁ ଆଉଟ୍ ସୋର୍ସିଂରୁ ବାଦ୍ ଦିଆଯିବା ସହ କଳା ତାଲିକା ଭୁକ୍ତ କରାଯିବ। କେବଳ ସେତିକି ନୁହେଁ ଯେଉଁ ଆଉଟ୍ ସୋର୍ସିଂ ଠିକ୍ ସମୟରେ ଦରମା, ଇଏସଆଇ ଓ ଇପିଏଫ ଦେଉଥିଲେ ସେମାନଙ୍କୁ ପୁରସ୍କୃତ କରାଯିବ। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର