ହଜାରେ ଟପିଲା ରାଜଧାନୀ ଭୁବନେଶ୍ବରରେ ଦୈନିକ ସଂକ୍ରମଣ, ଆଜି ଟିହ୍ନଟ ହେଲେ ଆଉ ୧, ୦୪୪ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ପାର କିରିଛି। ଭୁବନେଶ୍ବରରୁ ଆଜି ୧୦୪୪ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୨୧୯ ଜଣ ଓ ସ୍ଥାନୀୟ ଅଂଚଳରୁ ୮୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ପାର କିରିଛି। ଭୁବନେଶ୍ବରରୁ ଆଜି ୧୦୪୪ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୨୧୯ ଜଣ ଓ ସ୍ଥାନୀୟ ଅଂଚଳରୁ ୮୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୪୪୫ ରେ ପହଂଚିଛି।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

28 Apr 2021 By The Sakala

ହଜାରେ ଟପିଲା ରାଜଧାନୀ ଭୁବନେଶ୍ବରରେ ଦୈନିକ ସଂକ୍ରମଣ, ଆଜି ଟିହ୍ନଟ ହେଲେ ଆଉ ୧, ୦୪୪ କରୋନା ପଜିଟିଭ୍

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ପାର କିରିଛି। ଭୁବନେଶ୍ବରରୁ ଆଜି ୧୦୪୪ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୨୧୯ ଜଣ ଓ ସ୍ଥାନୀୟ ଅଂଚଳରୁ ୮୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୪୪୫ ରେ ପହଂଚିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର