ପୁରୀ ଗସ୍ତ କରି ଶ୍ରୀଜିଉଙ୍କୁ ଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ

The Sakala Picture
Published On

ପୁରୀ: ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ। ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି 5T ସଚିବ । ସାଙ୍ଗରେ ତାଙ୍କ ଧର୍ମପତ୍ନୀ ତଥା ମିଶନ ଶକ୍ତିର କମିଶନର ତଥା ସଚିବ ସୁଜାତା ଆର. କାର୍ତ୍ତିକେୟନ ପାଣ୍ଡିଆନ ଉପସ୍ଥିତ ରହିଥିଲେ । ପାଖାପାଖି ୪୦ ମିନିଟ ପର୍ଯ୍ୟନ୍ତ ଉଭୟ ଶ୍ରୀମନ୍ଦିର ଭିତରେ ଦେବାଦେବୀଙ୍କୁ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଥିଲେ । ମହାପ୍ରଭୁଙ୍କ ଦର୍ଶନ ସାରି ଉଭୟ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

11 Feb 2023 By The Sakala

ପୁରୀ ଗସ୍ତ କରି ଶ୍ରୀଜିଉଙ୍କୁ ଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ

ପୁରୀ: ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ। ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି 5T ସଚିବ । ସାଙ୍ଗରେ ତାଙ୍କ ଧର୍ମପତ୍ନୀ ତଥା ମିଶନ ଶକ୍ତିର କମିଶନର ତଥା ସଚିବ ସୁଜାତା ଆର. କାର୍ତ୍ତିକେୟନ ପାଣ୍ଡିଆନ ଉପସ୍ଥିତ ରହିଥିଲେ । ପାଖାପାଖି ୪୦ ମିନିଟ ପର୍ଯ୍ୟନ୍ତ ଉଭୟ ଶ୍ରୀମନ୍ଦିର ଭିତରେ ଦେବାଦେବୀଙ୍କୁ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଥିଲେ । ମହାପ୍ରଭୁଙ୍କ ଦର୍ଶନ ସାରି ଉଭୟ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର