ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାଦେବଙ୍କ ଦର୍ଶନ ସହ ଜଳାଭିଷେକ କଲେ ମହାମହିମ

The Sakala Picture
Published On

ଭୁବନେଶ୍ୱର: ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାଦେବଙ୍କ ଦର୍ଶନ ସହ ଜଳାଭିଷେକ ମଧ୍ୟ କରିଛନ୍ତି । ପ୍ରାୟ ୪୦ ମିନିଟ ଧରି ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ରାଷ୍ଟ୍ରପତି । ଖାଲି ପାଦରେ ବିନ୍ଦୁସାଗର ନିକଟରୁ ଚାଲିଚାଲି ଯାଇଥିଲେ ରାଷ୍ଟ୍ରପତି। ବିନ୍ଦୁସାଗର ଦେଇ ସେ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଥିଲେ। ମନ୍ଦିର ପରିସରରେ ଥିବା ସିଦ୍ଧି ବିନାୟକ ମନ୍ଦିରରେ ପ୍ରଥମେ ପୂଜାର୍ଚ୍ଚନା କରିଥିଲେ। ତାପରେ ମହାପ୍ରଭୁ ଲିଙ୍ଗରାଜଙ୍କ ଗର୍ଭଗୃହରେ ଜଳାଭିଷେକ କରିଥିଲେ। […]

ଭୁବନେଶ୍ୱର: ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାଦେବଙ୍କ ଦର୍ଶନ ସହ ଜଳାଭିଷେକ ମଧ୍ୟ କରିଛନ୍ତି । ପ୍ରାୟ ୪୦ ମିନିଟ ଧରି ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ରାଷ୍ଟ୍ରପତି । ଖାଲି ପାଦରେ ବିନ୍ଦୁସାଗର ନିକଟରୁ ଚାଲିଚାଲି ଯାଇଥିଲେ ରାଷ୍ଟ୍ରପତି। ବିନ୍ଦୁସାଗର ଦେଇ ସେ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଥିଲେ। ମନ୍ଦିର ପରିସରରେ ଥିବା ସିଦ୍ଧି ବିନାୟକ ମନ୍ଦିରରେ ପ୍ରଥମେ ପୂଜାର୍ଚ୍ଚନା କରିଥିଲେ। ତାପରେ ମହାପ୍ରଭୁ ଲିଙ୍ଗରାଜଙ୍କ ଗର୍ଭଗୃହରେ ଜଳାଭିଷେକ କରିଥିଲେ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ମହାମହିମଙ୍କୁ ମନ୍ଦିର ଭିତରକୁ ପାଛୋଟି ନେଇଥିଲେ ନିଯୋଗ ସମ୍ପାଦକ । ସିଦ୍ଧ ଗଣେଶଙ୍କ ନିକଟରେ ପୂଜା ପରେ ଗର୍ଭଗୃହ ଯାଇ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିଥିଲେ। ମନ୍ଦିର କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବଡୁ ନିଯୋଗ ସଂପାଦକ କମଳାକାନ୍ତ ବଡୁଙ୍କୁ ରାଷ୍ଟ୍ରପତିଙ୍କ ଜଳାଭିଷେକ ଓ ପୂଜାର୍ଚ୍ଚନରେ ସହାୟତା କରିଥିଲେ । ଏହି ସମୟରେ ସେବାୟତଙ୍କ ପକ୍ଷରୁ ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରିୟ କୋଠ ଭୋଗ, ମୁଆଁ ଓ କୋରାଖଇ ଭେଟି ଦେଇଥିଲେ ସେବାୟତ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

11 Feb 2023 By The Sakala

ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାଦେବଙ୍କ ଦର୍ଶନ ସହ ଜଳାଭିଷେକ କଲେ ମହାମହିମ

ଭୁବନେଶ୍ୱର: ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାଦେବଙ୍କ ଦର୍ଶନ ସହ ଜଳାଭିଷେକ ମଧ୍ୟ କରିଛନ୍ତି । ପ୍ରାୟ ୪୦ ମିନିଟ ଧରି ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ରାଷ୍ଟ୍ରପତି । ଖାଲି ପାଦରେ ବିନ୍ଦୁସାଗର ନିକଟରୁ ଚାଲିଚାଲି ଯାଇଥିଲେ ରାଷ୍ଟ୍ରପତି। ବିନ୍ଦୁସାଗର ଦେଇ ସେ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଥିଲେ। ମନ୍ଦିର ପରିସରରେ ଥିବା ସିଦ୍ଧି ବିନାୟକ ମନ୍ଦିରରେ ପ୍ରଥମେ ପୂଜାର୍ଚ୍ଚନା କରିଥିଲେ। ତାପରେ ମହାପ୍ରଭୁ ଲିଙ୍ଗରାଜଙ୍କ ଗର୍ଭଗୃହରେ ଜଳାଭିଷେକ କରିଥିଲେ।

ମହାମହିମଙ୍କୁ ମନ୍ଦିର ଭିତରକୁ ପାଛୋଟି ନେଇଥିଲେ ନିଯୋଗ ସମ୍ପାଦକ । ସିଦ୍ଧ ଗଣେଶଙ୍କ ନିକଟରେ ପୂଜା ପରେ ଗର୍ଭଗୃହ ଯାଇ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିଥିଲେ। ମନ୍ଦିର କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବଡୁ ନିଯୋଗ ସଂପାଦକ କମଳାକାନ୍ତ ବଡୁଙ୍କୁ ରାଷ୍ଟ୍ରପତିଙ୍କ ଜଳାଭିଷେକ ଓ ପୂଜାର୍ଚ୍ଚନରେ ସହାୟତା କରିଥିଲେ । ଏହି ସମୟରେ ସେବାୟତଙ୍କ ପକ୍ଷରୁ ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରିୟ କୋଠ ଭୋଗ, ମୁଆଁ ଓ କୋରାଖଇ ଭେଟି ଦେଇଥିଲେ ସେବାୟତ ।

https://www.thesakala.in/latest-odisha-news/president-draupadi-murmu-visits-lord-lingaraj-temple/article-18849
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର