ବାଣୀବିହାର ବିଶ୍ବବିଦ୍ୟାଳୟରେ ଛାତ୍ର ଅସନ୍ତୋଷ: ଜେଏନୟୁର ଜଣେ ପ୍ରଫେସରଙ୍କ ମନ୍ତବ୍ୟକୁ ନେଇ ବିରୋଧ, ୨ ଆହତ

The Sakala Picture
Published On

ଭୁବନେଶ୍ବର: ବାଣୀବିହାରରେ ପୁଣି ଥରେ ଅଶାନ୍ତି ପରିସ୍ଥିତି ଦେଖିବାକୁ ମିଳିଛି। ଉତ୍କଳ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ହଲ୍‌ରେ ରବିବାର ଏକ ଆଲୋଚନା ଚକ୍ର ଚାଲିଥିବାବେଳେ ସେଠାରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି। ଏହି ଆଲୋଚନାରେ ଅଂଶଗ୍ରହଣ କରିଥିବା ଜେଏନୟୁର ପ୍ରଫେସରଙ୍କ ଉପରେ ଆକ୍ରମଣ ହୋଇଥିବା ମଧ୍ୟ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଜେଏନୟୁର ଅର୍ଥନୀତି ବିଭାଗର ପ୍ରଫେସର ସୁରଜିତ୍ ମଜୁମଦାର ବାଣୀବିହାର ପରିସରସ୍ଥିତ ପିଜି କାଉନସିଲ ହଲ୍‌ରେ ଅନୁଷ୍ଠିତ ସେମିନାରରେ ଯୋଗ ଦେବାକୁ ଆସିଥିଲେ। ଭାରତୀୟ ସମ୍ବିଧାନ […]

ଭୁବନେଶ୍ବର: ବାଣୀବିହାରରେ ପୁଣି ଥରେ ଅଶାନ୍ତି ପରିସ୍ଥିତି ଦେଖିବାକୁ ମିଳିଛି। ଉତ୍କଳ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ହଲ୍‌ରେ ରବିବାର ଏକ ଆଲୋଚନା ଚକ୍ର ଚାଲିଥିବାବେଳେ ସେଠାରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି। ଏହି ଆଲୋଚନାରେ ଅଂଶଗ୍ରହଣ କରିଥିବା ଜେଏନୟୁର ପ୍ରଫେସରଙ୍କ ଉପରେ ଆକ୍ରମଣ ହୋଇଥିବା ମଧ୍ୟ ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

ସୂଚନା ଅନୁଯାୟୀ, ଜେଏନୟୁର ଅର୍ଥନୀତି ବିଭାଗର ପ୍ରଫେସର ସୁରଜିତ୍ ମଜୁମଦାର ବାଣୀବିହାର ପରିସରସ୍ଥିତ ପିଜି କାଉନସିଲ ହଲ୍‌ରେ ଅନୁଷ୍ଠିତ ସେମିନାରରେ ଯୋଗ ଦେବାକୁ ଆସିଥିଲେ। ଭାରତୀୟ ସମ୍ବିଧାନ ଉପରେ ସେଠାରେ ସେମିନାର ଆୟୋଜିତ ହୋଇଥିଲା । ଆଲୋଚନାଚକ୍ରରେ ଜେଏନୟୁର ଜଣେ ପ୍ରଫେସରଙ୍କ ମନ୍ତବ୍ୟକୁ ବିରୋଧ ଦେଖିବାକୁ ମିଳିଥିଲା ।  ଏହି ସମୟରେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଛାତ୍ରମାନେ ସେଠାକୁ ଆସି ସେମିନାର ବନ୍ଦ କରିବାକୁ କହିବା ସହ ଯୁକ୍ତିତର୍କ କରିବାରୁ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଥିଲା। ତେବେ କିଛି ଛାତ୍ର ଅତିଥିଙ୍କୁ ଆକ୍ରମଣ କରିଥିବା ମଧ୍ୟ ଅଭିଯୋଗ ହୋଇଛି। ଏନେଇ ସହିଦନଗର ପୁଲିସ ଥାନାରେ ୨ଟି ଭିନ୍ନ ଭିନ୍ନ ଏତଲା ଦିଆଯାଇଛି। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

12 Feb 2023 By The Sakala

ବାଣୀବିହାର ବିଶ୍ବବିଦ୍ୟାଳୟରେ ଛାତ୍ର ଅସନ୍ତୋଷ: ଜେଏନୟୁର ଜଣେ ପ୍ରଫେସରଙ୍କ ମନ୍ତବ୍ୟକୁ ନେଇ ବିରୋଧ, ୨ ଆହତ

ଭୁବନେଶ୍ବର: ବାଣୀବିହାରରେ ପୁଣି ଥରେ ଅଶାନ୍ତି ପରିସ୍ଥିତି ଦେଖିବାକୁ ମିଳିଛି। ଉତ୍କଳ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ହଲ୍‌ରେ ରବିବାର ଏକ ଆଲୋଚନା ଚକ୍ର ଚାଲିଥିବାବେଳେ ସେଠାରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି। ଏହି ଆଲୋଚନାରେ ଅଂଶଗ୍ରହଣ କରିଥିବା ଜେଏନୟୁର ପ୍ରଫେସରଙ୍କ ଉପରେ ଆକ୍ରମଣ ହୋଇଥିବା ମଧ୍ୟ ଅଭିଯୋଗ ହୋଇଛି।

ସୂଚନା ଅନୁଯାୟୀ, ଜେଏନୟୁର ଅର୍ଥନୀତି ବିଭାଗର ପ୍ରଫେସର ସୁରଜିତ୍ ମଜୁମଦାର ବାଣୀବିହାର ପରିସରସ୍ଥିତ ପିଜି କାଉନସିଲ ହଲ୍‌ରେ ଅନୁଷ୍ଠିତ ସେମିନାରରେ ଯୋଗ ଦେବାକୁ ଆସିଥିଲେ। ଭାରତୀୟ ସମ୍ବିଧାନ ଉପରେ ସେଠାରେ ସେମିନାର ଆୟୋଜିତ ହୋଇଥିଲା । ଆଲୋଚନାଚକ୍ରରେ ଜେଏନୟୁର ଜଣେ ପ୍ରଫେସରଙ୍କ ମନ୍ତବ୍ୟକୁ ବିରୋଧ ଦେଖିବାକୁ ମିଳିଥିଲା ।  ଏହି ସମୟରେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଛାତ୍ରମାନେ ସେଠାକୁ ଆସି ସେମିନାର ବନ୍ଦ କରିବାକୁ କହିବା ସହ ଯୁକ୍ତିତର୍କ କରିବାରୁ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଥିଲା। ତେବେ କିଛି ଛାତ୍ର ଅତିଥିଙ୍କୁ ଆକ୍ରମଣ କରିଥିବା ମଧ୍ୟ ଅଭିଯୋଗ ହୋଇଛି। ଏନେଇ ସହିଦନଗର ପୁଲିସ ଥାନାରେ ୨ଟି ଭିନ୍ନ ଭିନ୍ନ ଏତଲା ଦିଆଯାଇଛି। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର