‘ବର୍ଷକ ମଧ୍ୟରେ ପଦମପୁର ହେବ ଜିଲ୍ଲା’, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ବରଗଡ଼: ଖୁବଶୀଘ୍ର ପୂରଣ ହେବ ପଦମପୁର ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି । ବର୍ଷେ ଭିତରେ ପଦମପୁରକୁ ଜିଲ୍ଲା ମାନ୍ୟତା ମିଳିବା ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଝାରବନ୍ଧରେ ଆୟୋଜିତ ସାଧାରଣ ସଭାକୁ ଉଦବୋଧନ କରି ଏହି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ଯାହା ପ୍ରତିଶ୍ରୁତି ଦିଏ ତାକୁ ପୁରା କରେ । ମୁଁ କଥାରେ ନୁହେଁ କାମରେ ବିଶ୍ୱାସ କରେ । ଝାଡବନ୍ଧରେ […]

ବରଗଡ଼: ଖୁବଶୀଘ୍ର ପୂରଣ ହେବ ପଦମପୁର ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି । ବର୍ଷେ ଭିତରେ ପଦମପୁରକୁ ଜିଲ୍ଲା ମାନ୍ୟତା ମିଳିବା ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଝାରବନ୍ଧରେ ଆୟୋଜିତ ସାଧାରଣ ସଭାକୁ ଉଦବୋଧନ କରି ଏହି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ଯାହା ପ୍ରତିଶ୍ରୁତି ଦିଏ ତାକୁ ପୁରା କରେ । ମୁଁ କଥାରେ ନୁହେଁ କାମରେ ବିଶ୍ୱାସ କରେ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ଝାଡବନ୍ଧରେ ଆୟୋଜିତ ହୋଇଥିବା ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୧ଟି ପ୍ରବଳ୍ପର ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ମିଶନ ଶକ୍ତି ଅନ୍ତର୍ଗତରେ ମହିଳାଙ୍କ କାମକୁ ନେଇ ସେ ବେସ ଖୁସି ଅଛନ୍ତି । ମିଶନ ଶକ୍ତିର ମା’ମାନଙ୍କୁ ୧ କୋଟି ୨୩ ଲକ୍ଷ ଟଙ୍କାର ସହାୟତା ରାଶି ଦେବା କଥା ମଧ୍ୟ ଘୋଷଣା କରିଥିଲେ । ଏହି ଟଙ୍କାକୁ ବ୍ୟବହାର କରି ମା’ମାନେ ଉଦ୍ୟୋଗୀ ହେବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି । ଲୋକଙ୍କ ସ୍ନେହଶ୍ରଦ୍ଧା ତାଙ୍କୁ ଅଭିଭୂତ କରିଛି ବୋଲି ମଧ୍ୟ ସେ କହିଥିଲେ । ବିକାଶ ପାଇଁ ସାଧାରଣ ଲୋକ ଦେଇଥିବା ପ୍ରସ୍ତାବକୁ ତାଙ୍କ ସରକାର ଗ୍ରହଣ କରିଛନ୍ତି । ପାଇକମାଳ ପିଏଚସିକୁ ସିଏଚସି କରାଯାଇଛି । ପଦମପୁରରେ ବିଭିନ୍ନ ବିକାଶମୁଳକ କାର୍ଯ୍ୟ ପାଇଁ ୯୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଂଜୁର କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ସୂଚନାଯୋଗ୍ୟ ଯେ, ପଦମପୁର ଉପନିର୍ବାଚନ କାଳରେ ମୁଖ୍ୟମନ୍ତ୍ରୀ ପଦମପୁରକୁ ଜିଲ୍ଲା କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଗତବର୍ଷ ଡିସେମ୍ବର ମାସରେ ଏନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

19 Feb 2023 By The Sakala

‘ବର୍ଷକ ମଧ୍ୟରେ ପଦମପୁର ହେବ ଜିଲ୍ଲା’, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବରଗଡ଼: ଖୁବଶୀଘ୍ର ପୂରଣ ହେବ ପଦମପୁର ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି । ବର୍ଷେ ଭିତରେ ପଦମପୁରକୁ ଜିଲ୍ଲା ମାନ୍ୟତା ମିଳିବା ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଝାରବନ୍ଧରେ ଆୟୋଜିତ ସାଧାରଣ ସଭାକୁ ଉଦବୋଧନ କରି ଏହି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ଯାହା ପ୍ରତିଶ୍ରୁତି ଦିଏ ତାକୁ ପୁରା କରେ । ମୁଁ କଥାରେ ନୁହେଁ କାମରେ ବିଶ୍ୱାସ କରେ ।

ଝାଡବନ୍ଧରେ ଆୟୋଜିତ ହୋଇଥିବା ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୧ଟି ପ୍ରବଳ୍ପର ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ମିଶନ ଶକ୍ତି ଅନ୍ତର୍ଗତରେ ମହିଳାଙ୍କ କାମକୁ ନେଇ ସେ ବେସ ଖୁସି ଅଛନ୍ତି । ମିଶନ ଶକ୍ତିର ମା’ମାନଙ୍କୁ ୧ କୋଟି ୨୩ ଲକ୍ଷ ଟଙ୍କାର ସହାୟତା ରାଶି ଦେବା କଥା ମଧ୍ୟ ଘୋଷଣା କରିଥିଲେ । ଏହି ଟଙ୍କାକୁ ବ୍ୟବହାର କରି ମା’ମାନେ ଉଦ୍ୟୋଗୀ ହେବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି । ଲୋକଙ୍କ ସ୍ନେହଶ୍ରଦ୍ଧା ତାଙ୍କୁ ଅଭିଭୂତ କରିଛି ବୋଲି ମଧ୍ୟ ସେ କହିଥିଲେ । ବିକାଶ ପାଇଁ ସାଧାରଣ ଲୋକ ଦେଇଥିବା ପ୍ରସ୍ତାବକୁ ତାଙ୍କ ସରକାର ଗ୍ରହଣ କରିଛନ୍ତି । ପାଇକମାଳ ପିଏଚସିକୁ ସିଏଚସି କରାଯାଇଛି । ପଦମପୁରରେ ବିଭିନ୍ନ ବିକାଶମୁଳକ କାର୍ଯ୍ୟ ପାଇଁ ୯୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଂଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ, ପଦମପୁର ଉପନିର୍ବାଚନ କାଳରେ ମୁଖ୍ୟମନ୍ତ୍ରୀ ପଦମପୁରକୁ ଜିଲ୍ଲା କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଗତବର୍ଷ ଡିସେମ୍ବର ମାସରେ ଏନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

https://www.thesakala.in/latest-odisha-news/cm-naveen-announced-within-a-year-padampur-will-be-a-district/article-19085
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର