ରାସ୍ତାରୁ ହଟିବ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି, ସ୍କ୍ରାପ ହେବ ୨୦ ଲକ୍ଷରୁ ଉର୍ଦ୍ଧ୍ବ ଗାଡ଼ି

The Sakala Picture
Published On

ଭୁବନେଶ୍ୱର: ରାସ୍ତାରୁ ହଟିବ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି। ଫିଟନେସ ଠିକ୍ ନ ଥିବା ଯାନକୁ ସ୍କ୍ରାପ କରାଯିବ। ରାଜ୍ୟରେ ୨୦ ଲକ୍ଷରୁ ଅଧିକ ଗାଡ଼ି ରାସ୍ତାରୁ ହଟିବ। କେଉଁ କେଉଁ ଗାଡ଼ି ହଟିବ ସେ ନେଇ ଗୃହରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ୨୦୨୩ ମାର୍ଚ୍ଚ ସୁଦ୍ଧା ପୁରୁଣା ଗାଡ଼ି ହଟାଇବାକୁ ନିଷ୍ପତ୍ତି ହୋଇଛି ବୋଲି ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ। ସ୍କ୍ରାପିଂ ହେବାକୁ ଥିବା ଗାଡ଼ି […]

ଭୁବନେଶ୍ୱର: ରାସ୍ତାରୁ ହଟିବ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି। ଫିଟନେସ ଠିକ୍ ନ ଥିବା ଯାନକୁ ସ୍କ୍ରାପ କରାଯିବ। ରାଜ୍ୟରେ ୨୦ ଲକ୍ଷରୁ ଅଧିକ ଗାଡ଼ି ରାସ୍ତାରୁ ହଟିବ। କେଉଁ କେଉଁ ଗାଡ଼ି ହଟିବ ସେ ନେଇ ଗୃହରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ୨୦୨୩ ମାର୍ଚ୍ଚ ସୁଦ୍ଧା ପୁରୁଣା ଗାଡ଼ି ହଟାଇବାକୁ ନିଷ୍ପତ୍ତି ହୋଇଛି ବୋଲି ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ। ସ୍କ୍ରାପିଂ ହେବାକୁ ଥିବା ଗାଡ଼ି ମଧ୍ୟରେ ସର୍ବାଧିକ ବାଇକ  ଓ ସ୍କୁଟର ରହିଛି। ୧୨ ଲକ୍ଷ ୯୯ ହଜାର ୩୫୧ଟି ବାଇକ/ସ୍କୁଟର ସ୍କ୍ରାପିଂ କରାଯିବ ବୋଲି ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

23 Feb 2023 By The Sakala

ରାସ୍ତାରୁ ହଟିବ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି, ସ୍କ୍ରାପ ହେବ ୨୦ ଲକ୍ଷରୁ ଉର୍ଦ୍ଧ୍ବ ଗାଡ଼ି

ଭୁବନେଶ୍ୱର: ରାସ୍ତାରୁ ହଟିବ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି। ଫିଟନେସ ଠିକ୍ ନ ଥିବା ଯାନକୁ ସ୍କ୍ରାପ କରାଯିବ। ରାଜ୍ୟରେ ୨୦ ଲକ୍ଷରୁ ଅଧିକ ଗାଡ଼ି ରାସ୍ତାରୁ ହଟିବ। କେଉଁ କେଉଁ ଗାଡ଼ି ହଟିବ ସେ ନେଇ ଗୃହରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ୨୦୨୩ ମାର୍ଚ୍ଚ ସୁଦ୍ଧା ପୁରୁଣା ଗାଡ଼ି ହଟାଇବାକୁ ନିଷ୍ପତ୍ତି ହୋଇଛି ବୋଲି ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ। ସ୍କ୍ରାପିଂ ହେବାକୁ ଥିବା ଗାଡ଼ି ମଧ୍ୟରେ ସର୍ବାଧିକ ବାଇକ  ଓ ସ୍କୁଟର ରହିଛି। ୧୨ ଲକ୍ଷ ୯୯ ହଜାର ୩୫୧ଟି ବାଇକ/ସ୍କୁଟର ସ୍କ୍ରାପିଂ କରାଯିବ ବୋଲି ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି।

https://www.thesakala.in/latest-odisha-news/more-than-20-lakh-vehicles-will-be-scrapped/article-19225
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର